Posted inରାଜ୍ୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ,୬/୧୧: ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ନୂଆଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ୍‌‌ କରିଛନ୍ତି। ରାଷ୍ଟ୍ରପତି ଭବନରେ ରାଜ୍ୟପାଳ, ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବା ଅବସରରେ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ସେହିପରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?