ଜିରାଙ୍ଗ ବୌଦ୍ଧ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ, ବୁଦ୍ଧଙ୍କ ନିକଟରେ କଲେ….

ମୋହନା,୯।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଗସ୍ତରେ ମହାମହିମ ରାଜ୍ୟପାଳ । ରାଜ୍ୟପାଳ ମହେନ୍ଦ୍ରଗିରିରେ ଆୟୋଜିତ ମହେନ୍ଦ୍ରମେଳାରେ ଯୋଗ ଦେବା ପରେ ସେଠାରୁ ଜିରାଙ୍ଗ ସ୍ଥିତ ବୌଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ ।

ମନ୍ଦିରର ବଡ ଗୁରୁଜୀ ଜିଗମେ ରିମ୍ପୋଚେ ରାଜ୍ଯପାଳଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ତାପରେ ମନ୍ଦିର ଦର୍ଶନ କରି ମନ୍ଦିରର ପରିଚାଳନା ଓ ଏହାର ଐତିହ୍ୟ ସମ୍ପର୍କରେ ପୁଙ୍ଖାନୁ ପୁଙ୍ଖ ଭାବେ ପଚାରି ବୁଝିଥିଲେ । ତିବତୀୟ ମହିଳା ଓ ପୁରୁଷମାନେ ଟିବତୀୟ ପାରମ୍ପରିକ ଉପଡୋକନ୍ ଦେଇ ବିପୂଳ ସ୍ୱର୍ଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri