ଅର୍କିଟ ଫୁଲ ଚାଷ ବୁଲି ଦେଖିଲେ ରାଜ୍ୟପାଳ

ଗଞ୍ଜାମ,୩୦।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ମହାମହିମ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପତି ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ପାଳୁରୁ ସ୍ଥିତ ଅର୍କିଟ ଫୁଲ ଚାଷ ବୁଲି ଦେଖିଥିଲେ l ଆର୍କିଟ ଫୁଲ ଦେଖି ରାଜ୍ୟପାଳ ବହୁତ ଖୁସିବ୍ୟକ୍ତ କରିଥିଲେ l ବିଡିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri