Posted inଜାତୀୟ

ରାଜ୍ୟପାଳ-ପଶ୍ଚିମବଙ୍ଗ ସରକାର ମୁହଁାମୁହଁି

କୋଲ୍‌କାତା,୫।୯: କୁଳପତି ନିଯୁକ୍ତିକୁ ନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ଓ ଟିଏମ୍‌ସି ମଧ୍ୟରେ ପୁଣି ନୂଆ ବିବାଦ ଦେଖାଦେଇଛି। ରବିବାର ରାଜ୍ୟର ୭ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ରାଜ୍ୟପାଳ ସି.ଭି. ଆନନ୍ଦବୋଷ ନିଯୁକ୍ତି ଦେଇଥିଲେ। ଏହାକୁ ନେଇ ସୋମବାର ରାଜ୍ୟ ଶିକ୍ଷାମନ୍ତ୍ରୀ ଭତ୍ୟ ବାସୁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ରାଜ୍ୟପାଳ ସ୍ବେଚ୍ଛାଚାରୀ ଭାବେ କାମ କରୁଛନ୍ତି।ଏହା ବିଶ୍ୱବିଦ୍ୟାଳୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବ। ରାଜ୍ୟପାଳଙ୍କ ୂଭୂମିକା ଓ କାର୍ଯ୍ୟ ସମ୍ପର୍କରେ ଯେଉଁ ବିଲ୍‌ ରାଜ୍ୟ ବିଧାନସଭାରେ ପାରିତ ହୋଇଥିଲା ତାର ଖୋଲା ଉଲ୍ଲଘଂନ ବୋଲି ମନ୍ତ୍ରୀ ବାସୁ ଅଭିଯୋଗ କରିଛନ୍ତି। ରାଜ୍ୟପାଳଙ୍କ ଏହି ପଦକ୍ଷେପ ରାଜ୍ୟର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ନଷ୍ଟ କରିବ। ରାଜ୍ୟର କୌଣସି ବ୍ୟକ୍ତିଙ୍କ ବିନା ପରାମର୍ଶରେ ଏହି ନିଯୁକ୍ତି ଦିଆଯାଇଛି। ଆଇନ ଅନୁସାରେ ରାଜ୍ୟପାଳ ସମସ୍ତ ବିଶ୍ୱବିଦ୍ୟାଳୟର କୁଳାଧିପତି। କିନ୍ତୁ ଏହାର ଅର୍ଥ ନୁହେଁ ଯେ, ସେ କ୍ଷମତାର ଅପବ୍ୟବହାର କରିବେ। ରାଜ୍ୟର ଶିକ୍ଷାବିତ୍‌ ଫୋରମ୍‌ ମଧ୍ୟ ରାଜ୍ୟପାଳଙ୍କ ଏଭଳି ପଦକ୍ଷେପ ଉଚ୍ଚ ଶିକ୍ଷା ବ୍ୟବସ୍ଥା ଲାଗି ଆଦୌ ଶୁଭଙ୍କର ନୁହେଁ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri