Posted inରାଜ୍ୟ

ଢେଙ୍କାନାଳ, ଅନୁଗୁଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୁବନେଶ୍ୱର, ୧୯।୧୨: ଢେଙ୍କାନାଳ, ଅନୁଗୁଳର ଜିଲାରେ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚିଠି ଲେଖିଛନ୍ତି ରାଜ୍ୟପାଳ ରଘୁବର ଦାସ। ନିକଟରେ ସ୍ଥାନୀୟ ଲୋକେ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ୨ ଜିଲା ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଥିଲେ ରାଜ୍ୟପାଳ।

ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ପରେ ସ୍ଥିତି ସମୀକ୍ଷା କରି ଢେଙ୍କାନାଳ, ଅନୁଗୁଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ତାଳଚେର କନ୍ଧବେରିଣୀ ଗାଁର ଜଳସ୍ତର ହ୍ରାସ, ଯୋରନ୍ଦା ବୃଦ୍ଧାଶ୍ରମ ଏବଂ ବାଜିରାଉତ ଛାତ୍ରାବାସର ସମସ୍ୟାକୁ ନେଇ ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri