ରାଜ୍ୟପାଳଙ୍କ ଉଦ୍‌ବେଗ: କହିଲେ ଅଫିସର ବି ଜାଣୁନାହାନ୍ତି ଯୋଜନା

ଭୁବନେଶ୍ୱର,୨୩ା୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ ବାକି ୯୫ ପ୍ରତିଶତ ଲୋକ ଏସବୁ ସରକାରୀ ଯୋଜନା ସମ୍ପର୍କରେ ଜାଣିନାହାନ୍ତି। ଜିଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ବି ମୁଁ ଦେଖିଛି ଅଫିସର ଏହା ଜାଣିନାହାନ୍ତି। ଏପରିକି ଏଲିଟ ବର୍ଗର ଲୋକେ ବି ଜାଣି ନାହାନ୍ତି ବୋଲି ରାଜ୍ୟପାଳ କ୍ଷୋଭ ପ୍ରକାଶ କରି କହିଛନ୍ତି।

ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ବୀମା ଯୋଜନାର ଉଦାହରଣ ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଓ ଅଟଳ ପେନସନ ଯୋଜନାରେ କେବଳ ଘରର ମୁଖିଆ ନୁହେଁ, ପରିବାରର ସବୁ ସଦସ୍ୟ ସାମିଲ ହୁଅନ୍ତୁ ବର୍ଷକୁ ୨୦ ଟଙ୍କା, ୪୩୬ ଟଙ୍କା ପ୍ରିମିୟମ୍‌ କିଏ ଦେଇ ନ ପାରିବ ବୋଲି କହିଛନ୍ତି ରାଜ୍ୟପାଳ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଶସ୍ତା ହେଲା ସୁନା-ରୂପା: ୧.୨୫ ଲକ୍ଷ ତଳକୁ ଖସିଲା ସୁନା, ୧.୫୦ ଲକ୍ଷ ତଳେ କାରବାର କରୁଛି…

ନୂଆଦିଲ୍ଲୀ,୨୪।୧୧: ସୁନା ଏବଂ ରୂପା ଦରରେ ପୁଣି ଥରେ ବିକ୍ରି ଚାପ ଦେଖିବାକୁ ମିଳିଛି। ଦେଶର ପ୍ରମୁଖ ଫ୍ୟୁଚର ବଜାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୁନା…

ଇଂଲଣ୍ଡର ଷ୍ଟାର୍ ଅଲରାଉଣ୍ଡରଙ୍କ ପାଇଁ ନିୟମ ଭାଙ୍ଗିଲା ବିସିସିଆଇ! ଆଇପିଏଲ୍ ୨୦୨୭ ନିଲାମୀରେ ଏଣ୍ଟ୍ରି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୪।୧୧: ଆସନ୍ତା ଡିସେମ୍ବର ୧୬ ତାରିଖରେ ଗୋଆଠାରେ ଆଇପିଏଲ୍ ୨୦୨୭ ପାଇଁ ମିନି ନିଲାମୀ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ…

ମାତ୍ର ୧୪.୨ ଓଭରରେ ୨୫୦ ରନ୍‌ ଚେଜ କରି ଇତିହାସ ରଚିଲା ଭାରତ; ଭାଙ୍ଗିଲା ୨୩ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୪।୧୧: ଦୋହାରେ ଖେଳାଯାଉଥିବା ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ ରେ ଇଣ୍ଡିଆ-ଏ ର ମୁକାବିଲା ୟୁଏଇ-ଏ (UAE-A) ସହିତ ହୋଇଥିଲା। ଏହି ମୁକାବିଲାରେ ୟୁଏଇ ପ୍ରଥମେ…

ରାହୁଲଙ୍କୁ ବଡ଼ ଝଟ୍‌କା! ସିଟ୍‌ ସେୟାରିଂ ନ ହେଉଣୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଏସପି, କଂଗ୍ରେସର ବଢିଲା ଟେନଶନ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ୱାଚନ ପାଇଁ ସମାଜବାଦୀ ପାର୍ଟି ନିଜର ପ୍ରାର୍ଥୀମାନଙ୍କର ପ୍ରଥମ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୫ ଜଣ ପ୍ରାର୍ଥୀଙ୍କ ନାମ ସାମିଲ…

ଅତାବିରାକୁ ପଶିଲା ମହାବଳ: ଅତାବିରା ଜାଙ୍ଗେଡ଼ ଅଞ୍ଚଳରେ କୋକୁଆ ଭୟ, ରାତିରେ ଘରୁ ନବାହାରିବାକୁ…

ଅତାବିରା, ୨୪।୧୧ (ଯୁଧିଷ୍ଠିର ମହାପାତ୍ର): ଡେବ୍ରିଗଡ଼ ଅଭୟାରଣ୍ୟରେ ଥିବା ମହାବଳ ବାଘ ମଙ୍ଗଳବାର ଭୋରରୁ ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଜାଙ୍ଗେଡ଼ ଗ୍ରାମ ଅଞ୍ଚଳକୁ ପଶିଆସିଥିବା…

ଗଞ୍ଜାମ ପୋଲିସ ଜିଲାରେ ଇନ୍ସପେକ୍ଟରସ୍ତରରେ ବଡ଼ ଧରଣର ଅଦଳବଦଳ: ୮ ଅଧିକାରୀଙ୍କ ବଦଳି, ୩ ଥାନାରେ ନୂଆ ଆଇଆଇସି

ଛତ୍ରପୁର, ୨୪।୧୧ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାରେ ଇନ୍ସପେକ୍ଟର ସ୍ତରରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ଜିଲାର ବିଭିନ୍ନ ଥାନା ଓ ପୁଲିସ…

ୟୁପି ରାଜନୀତିରେ ହଲଚଲ: ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ବଡ଼ ବୟାନ ଦେଲା ଭାଜପା

ନୂଆଦିଲ୍ଲୀ,୨୪।୧୧: ୟୁପି ବିଧାନସଭା ନିର୍ୱାଚନ ୨୦୨୭: ‘କୌଣସି ବ୍ୟକ୍ତି ନୁହେଁ, ପଦ୍ମ ଫୁଲ ହେବ ମୁଖ୍ୟମନ୍ତ୍ରୀ ଚେହେରା’; ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ର୍ମୌଯ୍ୟ…

ବଡ଼ବାପାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁତୁରା, ୧୧ ବର୍ଷ ଜେଲ୍ କାଟି ଫେରିଥିବା ଅଭିଯୁକ୍ତଙ୍କୁ ପିଟିପିଟି…

ପାତ୍ରପୁର, ୨୪।୧୧ (ଉମା ଚରଣ ନେପାକ): ପୁରୁଣା ହତ୍ୟାକାଣ୍ଡର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତିଙ୍କ ଜୀବନ ନେଇଛି ତାଙ୍କ ପୁତୁରା। ପାତ୍ରପୁର ଗ୍ରାମର କୃଷ୍ଣ ବେହେରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?