ଆଜି ଭୋର୍‌ ୪ଟାରୁ ଗୋବିନ୍ଦ ସାହୁଙ୍କୁ ନେଇଗଲେ, ସକାଳ ୮ରେ କୋର୍ଟରେ କଲେ ହାଜର

ବଲାଙ୍ଗୀର ଅଫିସ,୨୫ା୧୦: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଭୋର୍‌ ୪ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏସ୍‌ପି ଅଫିସରୁ ବଙ୍ଗୋମୁଣ୍ଡା ନେଇଯାଇ ସକାଳ ୮ଟାରେ ଜେଏମ୍‌ଏଫସି କୋର୍ଟ ଜଜ୍‌ଙ୍କ ଆବାସରେ ହାଜର କରିଥିବା ଜଣାପଡ଼ଛି। ସେଠାରୁ କଣ୍ଟାବାଞ୍ଜି ଜେଲକୁ ଅଭିଯୁକ୍ତଙ୍କୁ ପଠାଇ ଦେଇଥିବା ଜଣାପଡ଼ିଛି । ଆଜି ରିମାଣ୍ଡ ଅବଧି ସରୁଥିବାରୁ କୋର୍ଟରେ ହାଜର କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଥିଲା। ତରବରିଆ ଭାବେ ପୋଲିସ ଭୋର୍‌ ୪ଟାରୁ ଗୋବିନ୍ଦ ସାହୁଙ୍କୁ ନେଇ ଯାଇଥିବାରୁ ପୋଲିସ ତଥ୍ୟ ଲୁଚାଇବାକୁ ଚେଷ୍ଟା କରୁଥିବା ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଟାଣୁଛି ବାଜି ଉଦ୍ୟାନ

ଭୁବନ, ୨୨।୧ ଆମ୍ବ, ନଡ଼ିଆ, ପଣସ। ଗେଣ୍ଡୁ, ରଜନୀଗନ୍ଧା, ଡାଲିଆ, ଗୋଲାପ। ଏମିତି ଅନେକ ଜାତିଜାତିକା ଫୁଲଫଳ ସମେତ କ୍ରୋଟନ ଗଛରେ ଭରପୂର। ୧୫ ଏକର...

କଳାହାଣ୍ଡିରେ ପିଆଜ ଦର ଅହେତୁକ ବୃଦ୍ଧି: ଚିନ୍ତାରେ ଗ୍ରାହକ

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): ରାଜ୍ୟରେ ବର୍ତ୍ତମାନ ପିଆଜ ଦରକୁ ନେଇ ଚିନ୍ତାରେ ଗ୍ରାହକ । କଳାହାଣ୍ଡି ଜିଲାରେ ବର୍ତ୍ତମାନ ପିଆଜ ଦର ରହିଛି କିଲୋ ପିଛା ୫୦ ଟଙ୍କା।...

ମନ ମୋହିଲା ନାଟକ ରଙ୍ଗ ବଦଳେ

ପୁରୀ ଅଫିସ,୨୭ା୨: ପରିବର୍ତ୍ତିତ ସମାଜରେ ସମୟାନୁସାରେ ସବୁ କିଛି ବଦଳିଥାଏ। କିଏ ନିଜର ସ୍ବାର୍ଥ ଲାଗି ତ ଆଉ କିଏ ପରିବାର ଏବଂ କିଏ ସାମୂହିକ...

ଜଳ ସଂରକ୍ଷଣରେ ବାଧା

ବାରିପଦା ଅଫିସ,୭ା୫ ଅପଚୟ ହେଉଥିବା ବର୍ଷାଜଳକୁ ଭୂତଳଗାମୀ କରିବା ପାଇଁ ମୟୂରଭଞ୍ଜ ଜିଲାରେ ବର୍ଷାଜଳ ଅମଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଭୂତଳ ଜଳସ୍ତର ବୃଦ୍ଧି ପାଇଁ...

ଗୋରୁ ବ୍ୟବସାୟୀଙ୍କ ଠାରୁ ୮ ଲକ୍ଷ ଲୁଟ୍‌ ଘଟଣା : ମାଷ୍ଟରମାଇଣ୍ଡ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଗିରଫ

ଗଣିଆ,୩୧।୫(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମଠାରେ ଗତ ମାର୍ଚ୍ଚ ୧ ତାରିଖରେ ଜଣେ ଗୋରୁ ବ୍ୟବସାୟୀଙ୍କଠାରୁ ବନ୍ଧୁୁକ ଦେଖାଇ ୮ ଲକ୍ଷ ଲୁଟ୍‌...

ନୀଳଗିରି ଲାଙ୍ଗୁର ମାଙ୍କଡ଼ ଗୁରୁତର

ନରାଜ,୧୮ା୫(ଡି.ଏନ୍‌.ଏ.): ଚଳିତବର୍ଷ ନନ୍ଦନାକାନନରେ ପ୍ରଥମ କରି ଶୁକ୍ରବାର ଜନ୍ତୁଙ୍କ ଉପରେ ଗ୍ରୀଷ୍ମ ତାପର ପ୍ରଭାବ ଦେଖିବାକୁ ମିଳିଛି। ନନ୍ଦନକାନନ ଖୁଆଡ ନଂ ୫୩ରେ ରହୁଥିବା ଅଣ୍ଡିରା...

୧୭ରୁ ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ, ୧୩।୧୦ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ। ରଥଯାତ୍ରା ସପକ୍ଷରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ...

ପିଲାଙ୍କ ପୁଷ୍ଟି ଚିନ୍ତା: ମିଳିବ ହାପିନେସ୍‌ କିଟ୍‌

ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ହାପିନେସ୍‌ କିଟ୍‌। ଏଥିରେ ଅଟା, ଚଣା, ହଳଦୀଗୁଣ୍ଡ, ଡାଳଚିନି, ଚିନାବାଦାମ ଓ ଗୁଡ଼ ଭଳି ଇମ୍ୟୁନିଟି ବୁଷ୍ଟର...

Advertisement
Archives

Model This Week