ଆଜି ଭୋର୍‌ ୪ଟାରୁ ଗୋବିନ୍ଦ ସାହୁଙ୍କୁ ନେଇଗଲେ, ସକାଳ ୮ରେ କୋର୍ଟରେ କଲେ ହାଜର

ବଲାଙ୍ଗୀର ଅଫିସ,୨୫ା୧୦: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ ସୋମବାର ଭୋର୍‌ ୪ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏସ୍‌ପି ଅଫିସରୁ ବଙ୍ଗୋମୁଣ୍ଡା ନେଇଯାଇ ସକାଳ ୮ଟାରେ ଜେଏମ୍‌ଏଫସି କୋର୍ଟ ଜଜ୍‌ଙ୍କ ଆବାସରେ ହାଜର କରିଥିବା ଜଣାପଡ଼ଛି। ସେଠାରୁ କଣ୍ଟାବାଞ୍ଜି ଜେଲକୁ ଅଭିଯୁକ୍ତଙ୍କୁ ପଠାଇ ଦେଇଥିବା ଜଣାପଡ଼ିଛି । ଆଜି ରିମାଣ୍ଡ ଅବଧି ସରୁଥିବାରୁ କୋର୍ଟରେ ହାଜର କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଥିଲା। ତରବରିଆ ଭାବେ ପୋଲିସ ଭୋର୍‌ ୪ଟାରୁ ଗୋବିନ୍ଦ ସାହୁଙ୍କୁ ନେଇ ଯାଇଥିବାରୁ ପୋଲିସ ତଥ୍ୟ ଲୁଚାଇବାକୁ ଚେଷ୍ଟା କରୁଥିବା ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟକ ସମ୍ମୁଖରେ ଲହଡ଼ି ମାରୁଛି ବର୍ଷାଜଳ

ରସୁଲପୁର,୭ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକ ସମ୍ମୁଖରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ସାମାନ୍ୟ ବର୍ଷାରେ ବିଦ୍ୟାଳୟ ସମ୍ମୁଖରେ ଯାତାୟାତ ବାଧାପ୍ରାପ୍ତ...

ଚାଷୀ ଦେଶ ଅର୍ଥନୀତିର ସଞ୍ଜୀବନୀ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସ ଜରିଆରେ ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ କାଳିଆ ଯୋଜନା...

‘ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ’

ଭୁବନେଶର, ୭।୧(ବ୍ୟୁରୋ) : ରାଜ୍ୟରେ ୩୪୫୩ କେନ୍ଦ୍ରରେ ଚାଲିଛି ଟିକାକରଣ। ସେଥି ମଧ୍ୟରୁ ୧୧୯୧ଟି କେନ୍ଦ୍ରରେ ୧୫ ରୁ ୧୮ ବର୍ଷ ବୟସ୍କଙ୍କ ଟିକାକରଣ ଚାଲିଛି...

ଦୋକାନ ଖୋଲିବାବେଳେ ଲୁଟିନେଲେ ଗହଣା

ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍‌ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା...

ଇଡ୍‌କୋର ଜମି ଅଧିଗ୍ରହଣକୁ ଚାଷୀଙ୍କ ବିରୋଧ

କୁଜଙ୍ଗ,୧୯।୪(ଡି.ଏନ.ଏ.): ନ୍ୟାୟାଳୟରେ ମାମଲା ବିଚାରାଧୀନ ଥିବାବେଳେ, ଇଡ୍‌କୋ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନେବାରୁ ଚାଷୀମାନେ ବିରୋଧ କରିଛନ୍ତି। ଏଥିଯୋଗୁ ଜମି ଅଧିଗ୍ରହଣ କରି ନ...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୮ ସ୍ଥାନରେ ଏକକାଳୀନ ଚଢାଉ

ପରଜଙ୍ଗ,୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର (ଆର୍‌ଡବ୍ଲଏସ୍‌ଏସ୍‌ ) ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଡିଭିଜନର ଅଭିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ। ଆୟ ବର୍ହିଭୁତ...

ପାଇପଲାଇନ କାଟି ତେଲ ଚୋରି

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମଧୁସୂଦନ ଗ୍ରାମ ନିକଟ ଦେଇ ଯାଉଥିବା ହଳଦିଆ-ପାରାଦ୍ୱୀପ ପାଇପ ଲାଇନ କାଟି ଦୁର୍ବୃତ୍ତ ନିୟମିତ ତେଲ ଚୋରି କରୁଥିବା...

ପିକ୍‌ନିକ୍‌ ସ୍ପଟ୍‌: ଦୁର୍ଗାପାଡ଼ୁ ଜଳପ୍ରପାତ

ପ୍ରକୃତିର କୋଳରେ ରହିଛି ରାୟଗଡ଼ା ଜିଲା। ନିଆରା କଳା, ସଂସ୍କୃତି, ଆଦିବାସୀ ପରମ୍ପରା ସହ ଏଠାରେ ରହିଛି ଅନେକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ୍‌ ସ୍ପଟ୍‌।...

Advertisement
Archives

Model This Week