ଗୋବିନ୍ଦ ସାହୁଙ୍କ ହସ୍ତାକ୍ଷରର ହେବ ଯାଞ୍ଚ

ବଲାଙ୍ଗୀର ଅଫିସ, ୨୧।୧୧: ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଗୋବିନ୍ଦ ସାହୁଙ୍କ ହସ୍ତାକ୍ଷରରୁ ବଡ଼ ପ୍ରମାଣ ମିଳିପାରେ। ସନସାଇନ ସ୍କୁଲ ଓ ମହାଲିଙ୍ଗ କଲେଜର ବିଭିନ୍ନ ଗୁମର ମଧ୍ୟ ଫିଟିପାରେ। ଏସବୁର ତଦନ୍ତ ପାଇଁ ପୋଲିସ ଅଧିକ ପ୍ରମାଣ ଯୋଗାଡ଼ କରୁଛି । ବିଶେଷକରି ଗୋବିନ୍ଦଙ୍କ ହସ୍ତାକ୍ଷର ଯାଞ୍ଚ କରିବାକୁ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସିରେ ଆବେଦନ କରିଥିବା ଜଣାପଡ଼ିଛି।

ଗୋବିନ୍ଦଙ୍କ ହସ୍ତାକ୍ଷର ଯାଞ୍ଚ କରିବା ପରେ କିଛି ଠୋସ ପ୍ରମାଣ ଯୋଗାଡ଼ କରିବାକୁ ଯୋଜନା ରଖାଯାଇଛି। ଏହାକୁ କୋର୍ଟରେ ଅଭିଯୁକ୍ତଙ୍କ ଓକିଲ ବିରୋଧ କରିଛନ୍ତି। ତେବେ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ ହେବ।

ହ୍ୟାଣ୍ଡରାଇଟିଂ ଟେଷ୍ଟ ପାଇଁ ପୁଣି ଥରେ ଗୋବିନ୍ଦଙ୍କୁ ରିମାଣ୍ଡରେ ଅଣାଯାଇପାରେ। ନଚେତ ଜେଲରଙ୍କ ସମ୍ମୁଖରେ ତାଙ୍କ ହ୍ୟାଣ୍ଡରାଇଟିଂ ସଂଗ୍ରହ କରିପାରେ ପୁଲିସ। ତେବେ ଆସନ୍ତା ଶୁଣାଣିରେ ଏସମ୍ପର୍କରେ କୋର୍ଟ ରାୟ ଶୁଣାଇବେ।

ସୂଚନାଯୋଗ୍ୟ, ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ପୋଲିସ ଗିରଫ କରିଛି। ଏହାସହ ଗୋବିନ୍ଦର ସହଯୋଗୀ ରାଧେଙ୍କୁ ମଧ୍ୟ ପୁଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri