ଗୋବିନ୍ଦାଙ୍କୁ ୫୭: ନୀଲମ୍‌ ପ୍ରେମ କରି ସୁନୀତାଙ୍କ କରିଥିଲେ ବିବାହ

ମୁମ୍ବାଇ,୨୧।୧୨: ବଲିଉଡ୍‌ ଅଭିନେତା ଗୋବିନ୍ଦା ସୋମବାର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା ଅରୁଣ ଆହୁଜା। ଲଭ୍‌-୮୬ ଫିଲ୍ମରେ ୧୯୮୬ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ ଅଭିନୟ ସମୟରେ ଗୋବିନ୍ଦା ଏବଂ ନୀଲମ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଦୁହେଁ ବିବାହ କରିବାକୁ ଯୋଜନା କରିଥିଲେ। ତେବେ ଗୋବିନ୍ଦାଙ୍କ ମା ଏଥିରେ ରାଜି ହୋଇ ନ ଥିଲେ। ମାଙ୍କ ଜିଦ୍‌ ଯୋଗୁ ବାଧ୍ୟ ହୋଇ ଗୋବିନ୍ଦା ୧୯୮୭ ମାର୍ଚ୍ଚରେ ସୁନୀତାଙ୍କୁ ବିବାହ କରିଥିଲେ। ୧୯୯୦ରେ ଏକ ପତ୍ରିକାକୁ ଦେଇଥିବା ସାକ୍ଷାତ୍‌କାରରେ ସେ ଏହା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିସ୍‌ ବଢାଇଲେ ପ୍ରଭାସ

ବାହୁବଳୀ ଫେମ୍‌ ପ୍ରଭାସ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କ ଫିଲ୍ମ ଦେଖିବା ପାଇଁ ଦର୍ଶକ ଉତ୍ସାହର ସହିତ...

୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଲିଉଡ୍‌ର ଡ୍ରାମା କୁଇନ୍‌ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ...

ସଲମାନଙ୍କ ଫିଲ୍ମରେ ସାଉଥ୍‌ର ଏହି ବଡ଼ ଷ୍ଟାରଙ୍କ ଏଣ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ସୁଲତାନ ସଲମାନ ଖାନ୍‌ଙ୍କ ଫିଲ୍ମ ‘କଭି ଇଦ୍‌ କଭି ଦିଓ୍ବାଲି’ର ଷ୍ଟାର କାଷ୍ଟ ବିଷୟରେ ଅନେକ ଚର୍ଚ୍ଚା ଚାଲିଛି। ପ୍ରତିଦିନ ଫିଲ୍ମ ବିଷୟରେ...

ପ୍ରଥମ ଦିନରେ ୧୩୦ କୋଟିରୁ ଅଧିକ ଟଙ୍କା ଆୟ କରିଛି ‘କେଜିଏଫ-୨!

ରକିଂ ଷ୍ଟାର୍‌ ୟଶଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘କେଜିଏଫ-୨’ ଏପ୍ରିଲ ୧୪ରେ ରିଲିଜ୍‌ ହୋଇଯାଇଛି। ଫିଲ୍ମ ରିଲିଜ ପୂର୍ବରୁ ଆଡଭାନ୍ସ ବୁକିଂରେ ‘ଆର୍‌ଆର୍‌ଆର୍‌’କୁ ମଧ୍ୟ ପଛରେ...

ଡେଲିଗେଟ୍‌ଙ୍କୁ ‘ନାଟୁ ନାଟୁ’ ଷ୍ଟେପ୍‌ ଶିଖାଇଲେ ରାମଚରଣ

ମୁମ୍ବାଇ: ଶ୍ରୀନଗରରେ ସୋମବାରଠାରୁ ଜି-୨୦ ସମିଟ୍‌ ୩ୟ ୱାର୍କିଂ ଗ୍ରୁପ୍‌ ମିଟିଂ ଆରମ୍ଭ ହୋଇଛି। ଏହି ମିଟିଂ ୩ ଦିନ ଧରି ଚାଲିବ। ତେବେ ଏଥିରେ ଯୋଗଦେବାକୁ...

ଗ୍ଲାସେ ଉଷୁମ ପାଣିରୁ ଆରମ୍ଭ ହୁଏ ଐଶ୍ୱର୍ଯ୍ୟାଙ୍କ ଦିନ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସୌନ୍ଦର୍ଯ୍ୟତାର ରାଜ୍‌ ସମ୍ପର୍କରେ ଜାଣିବାକୁ ଫ୍ୟାନ୍‌ମାନଙ୍କର ଇଚ୍ଛା ଥାଏ। ତେବେ ଆସନ୍ତୁ ଜାଣିବା ଫିଟ୍‌ ରହିବା ପାଇଁ ଐଶ୍ୱର୍ଯ୍ୟା କ’ଣ...

ବିବାହିତା ସତ୍ତ୍ୱେ ମା’ ନ ହେବାକୁ ନିଷ୍ପତ୍ତି ନେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: କାରଣ…

ବଲିଉଡ୍‌ ଅଭିନେତ୍ରୀ ଅରୁଣା ଇରାନୀ ତାଙ୍କ ସମୟର ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର ଅଭିନୟଠାରୁ ଆରମ୍ଭ କରି ନୃତ୍ୟ ପାଇଁ ଲୋକେ ପାଗଳ ହୋଇଯାଉଥିଲେ।...

ଭାଇରାଲ ହେଉଛି ଅନୁଷ୍କାଙ୍କ ସୋସିଆଲ ମିଡିଆ ଫଟୋ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଓ କ୍ରିକେଟର ବିରାଟ କୋହଲିଙ୍କ ଯୋଡିଙ୍କୁ ଅନେକ ଦର୍ଶକ ବେଶ୍‌ ପସନ୍ଦ କରନ୍ତି। ଆଉ ଏମାନେ ଅଧିକାଂଶ ସମୟରେ...

Advertisement
Archives

Model This Week