ଏକଦା ଦୁହେଁ ଦୁହିଁଙ୍କ ଥିଲେ ଜୀବନ, ଏବେ ମାମୁଁ ଗୋବିନ୍ଦା-କୃଷ୍ଣାଙ୍କ ସମ୍ପର୍କରେ ଫାଟ; କାରଣ ଜାଣିଲେ..

ବମ୍ବେ: ଟେଲିପରଦାର ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ନଜର ଆସିଥାନ୍ତି କୃଷ୍ଣା ଅଭିଷେକ। ସପନା ଭୂମିକାରେ କୃଷ୍ଣାଙ୍କ ଅଭିନୟ ଦର୍ଶକଙ୍କୁ ପସନ୍ଦ ଆସିଥାଏ। ହେଲେ ରବିବାର ପ୍ରସାରିତ ହୋଇଥିବା ଏପିସୋଡ୍‌ରେ ତାଙ୍କୁ ଦେଖିବାକୁ ମିଳି ନ ଥିଲା। ଏହାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ହେବା ପରେ ଏବେ କାରଣଟି ଜଣାପଡ଼ିଛି। ସେଇଟି ହେଲା ଶୋ’ରେ ଯୋଗଦେବାକୁ ଥିବା ଅତିଥି।

କୃଷ୍ଣା ବଲିଉଡ୍‌ ସୁପରଷ୍ଟାର ଗୋବିନ୍ଦାଙ୍କ ଭଣଜା ବୋଲି ଅନେକ ଜାଣନ୍ତି। ପ୍ରଥମେ ଏହି ପରିଚୟକୁ କୃଷ୍ଣା ପସନ୍ଦ କରୁଥିବା ବେଳେ ବର୍ତ୍ତମାନ ପରିସ୍ଥିତି ବଦଳିଛି। ସମ୍ପର୍କ ଖଟା ହେବା ଯୋଗୁ କୃଷ୍ଣା ଏବଂ ଗୋବିନ୍ଦା ସାମ୍ନାସାମ୍ନି ହେବାକୁ ଇଚ୍ଛୁକ ନୁହନ୍ତି। ଉକ୍ତ ଏପିସୋଡରେ ଗୋବିନ୍ଦା ଆସୁଥିବା ଜାଣି କୃଷ୍ଣା ଆସିବାକୁ ମନା କରିଦେଇଥିଲେ।

ଏକ ରିପୋର୍ଟ ଅନୁଯାୟୀ କୃଷ୍ଣାଙ୍କ ସ୍ତ୍ରୀ କଶ୍ମୀରା ଶାହାଙ୍କ ଏକ ଟୁଇଟ୍‌କୁ ନେଇ ଭୁଲ ବୁଝାମଣା ସୃଷ୍ଟି ହୋଇଛି। କିଛି ଲୋକ ପଇସା ପାଇଁ ନୃତ୍ୟ କରନ୍ତି ବୋଲି କଶ୍ମୀରା ଏକ ଟୁଇଟ୍‌ କରିଥିଲେ। ଗୋବିନ୍ଦାଙ୍କ ସ୍ତ୍ରୀ ସୁନିତା ଏହାକୁ ଦେହକୁ ନେଇଛନ୍ତି। ଗୋବିନ୍ଦାଙ୍କୁ ଇଙ୍ଗିତ କରି ସେ ଏଭଳି କହିଥିବା ସୁନିତା ଭାବିଛନ୍ତି। ଏହାକୁ ନେଇ ଉଭୟ ପରିବାର ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri