ଏହି ମହିଳାଙ୍କ ପାଇଁ ନିଜର ପ୍ରେମକୁ ପାଇପାରି ନ ଥିଲେ ଗୋବିନ୍ଦା

୮୦ ଏବଂ ୯୦ ଦଶକର ସବୁଠାରୁ ସଫଳ ତଥା ଚର୍ଚ୍ଚିତ ଅଭିନେତା ଥିଲେ ଗୋବିନ୍ଦା। ୨୧ ଡିସେମ୍ବର ୧୯୬୩ରେ ମୁମ୍ବାଇର ଭିରାରରେ ଜନ୍ମଗ୍ରହଣ କରିଥିବା ଗୋବିନ୍ଦା ଆଜି ୫୭ ବର୍ଷର ହୋଇଯାଇଛନ୍ତି। ଆକ୍ସନ ଠାରୁ ଆରମ୍ଭ କରି କମେଡି, ଲଭ୍‌ ଟ୍ରାଙ୍ଗଲ ଆଦି ସବୁ ପ୍ରକାର ଫିଲ୍ମରେ ସେ କାମ କରିସାରିଛନ୍ତି। ଆଜି ବି ତାଙ୍କର ଅଭିନୟ ଏବଂ ନୃତ୍ୟର ଅନେକ ଦିଓ୍ବାନା ରହିଛନ୍ତି। ବୃତ୍ତିଗତ ଜୀବନ ପରି ବ୍ୟକ୍ତିଗତ ଜୀବନକୁ ନେଇ ଗୋବିନ୍ଦା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ ସେ ନିଜର ସ୍ତ୍ରୀ ସୁନିତା ଏବଂ ୨ ପିଲାଙ୍କ ସହ ଖୁସି ଜୀବନ ବିତାଉଛନ୍ତି। କିନ୍ତୁ ଏକଦା ଗୋବିନ୍ଦାଙ୍କ ନାମ ଅଭିନେତ୍ରୀ ନୀଲମଙ୍କ ସହ ଯୋଡାଯାଇଥିଲା। ଏହାକୁ ଦେଇ ତାଙ୍କ ବୈବାହିକ ଜୀବନରେ ଝର ମଧ୍ୟ ସୃଷ୍ଟି ହୋଇଥିଲା।

ଗୋବିନ୍ଦା ଏବଂ ଏକତ୍ର କାମ କରିବା ମଧ୍ୟରେ ପରସ୍ପରଙ୍କୁ ଭଲ ପାଇ ବସିଥିଲେ। ଉଭୟ ବିବାହ ମଧ୍ୟ କରିବାକୁ ଚାହୁଁଥିଲେ। ମାତ୍ର ଗୋବିନ୍ଦାଙ୍କ ମା’ ଚାହୁଁଥିଲେ ଯେ, ପୁଅ ନିର୍ଦ୍ଦେଶକ ଆନନ୍ଦ ସିଂହଙ୍କ ଶାଳୀ (ବର୍ତ୍ତମାନର ଗୋବିନ୍ଦାଙ୍କ ସ୍ତ୍ରୀ ସୁନୀତା)ଙ୍କୁ ବିବାହ କରନ୍ତୁ। ଗୋବିନ୍ଦା କେବେ ହେଲେ ମା’ଙ୍କ କଥା ଏଡାଇ ପାରୁ ନ ଥିଲେ। ତେଣୁ ସେ ମା’ଙ୍କ କଥା ମାନି ସୁନିତାଙ୍କୁ ବିବାହ କରିଥିଲେ ।

ଯେତେବେଳେ ଗୋବିନ୍ଦା ନୀଲମଙ୍କୁ ଭଲପାଇ ବସିଥିଲେ, ସେତେବେଳକୁ ତାଙ୍କା ସୁନିତାଙ୍କ ସହ ନିର୍ବନ୍ଧ ଶେଷ ହୋଇଥିଲା। ନୀଲମଙ୍କ ସହ ନୀକଟତର ବଢ଼ିବା ପରେ ନିଜେ ଗୋବିନ୍ଦା ସୁନିତାଙ୍କ ସହ ନିର୍ବନ୍ଧ ଭାଙ୍ଗିଦେଇଥିଲେ । ପରେ ଗୋବିନ୍ଦାଙ୍କ ମା’ ଏହା ଜାଣିବା ପରେ ତାଙ୍କୁ ସୁନିତାଙ୍କ ସହ ବିବାହ କରିବାକୁ ବାଧ୍ୟ କରାଇଥିଲେ। ଶେଷରେ ଗୋବିନ୍ଦା ମା’ଙ୍କ କଥାରେ ରାଜି ହୋଇ ସୁନତାଙ୍କୁ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri