Govinda Divorce News: ଛାଡପତ୍ର ଖବର ଉପରେ ଆସିଲା ଗୋବିନ୍ଦାଙ୍କ ପ୍ରତିକ୍ରିୟା, କହିଲେ…

ମୁମ୍ବାଇ,୨୬।୨: ଅଭିନେତା ଗୋବିନ୍ଦା ୧୯୮୭ରେ ସୁନିତା ଆହୁଜାଙ୍କୁ ବିବାହ କରିଥିଲେ। ଉଭୟଙ୍କ ପ୍ରେମ ଜୀବନ ବହୁତ ଫିଲ୍ମୀ। ପ୍ରଶଂସକମାନେ ଏହି ଯୋଡ଼ିକୁ ବହୁତ ପସନ୍ଦ କରନ୍ତି। ସେମାନଙ୍କର ସମ୍ପର୍କ ଏବେ ବି ଆଲୋଚନାରେ ରହିଛି। ହେଲେ, ଏବେ ଖବର ଆସୁଛି ଯେ ଉଭୟଙ୍କ ବିବାହ ଭଲ ଚାଲିନାହିଁ। ଦୁହେଁ ଖୁବ ଶୀଘ୍ର ଛାଡପତ୍ର ନେବାକୁ ଯାଉଛନ୍ତି। ଖବର ଅଛି ଯେ ଗୋବିନ୍ଦାଙ୍କର ଜଣେ ୩୦ ବର୍ଷୀୟ ମରାଠୀ ଅଭିନେତ୍ରୀଙ୍କ ସହ ସମ୍ପର୍କ ଅଛି।

ଏହି ସବୁ ଖବର ମଧ୍ୟରେ, ଏବେ ଗୋବିନ୍ଦାଙ୍କ ପରିବାର ପକ୍ଷରୁ ଏକ ପ୍ରତିକ୍ରିୟା ଆସିଛି। ଗୋବିନ୍ଦାଙ୍କ ପରିବାରର ଏକ ନିକଟତର ସୂତ୍ରକୁ ଉଦ୍ଧୃତ କରି କହିଛନ୍ତି ଯେ, ସୁନୀତା କିଛି ମାସ ପୂର୍ବରୁ ଏକ ସେପାରେଶନ ନୋଟିସ ପଠାଇଥିଲେ।

ଯେତେବେଳେ ଗୋବିନ୍ଦାଙ୍କ ସହିତ ଏ ବିଷୟରେ କଥାବାର୍ତ୍ତା କରାଯାଇଥିଲା, ସେ କହିଥିଲେ ବର୍ତ୍ତମାନ କେବଳ ବ୍ୟବସାୟ ବିଷୟରେ ଆଲୋଚନା ଚାଲିଛି… ମୁଁ ମୋର ଫିଲ୍ମ ଆରମ୍ଭ କରିବାକୁ ଯାଉଛି। ଅନ୍ୟପକ୍ଷରେ, ସୁନିତା ଏପର୍ଯ୍ୟନ୍ତ ଏହି ଖବର ଉପରେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି।

ଏହା ବ୍ୟତୀତ, ଗୋବିନ୍ଦାଙ୍କ ମ୍ୟାନେଜର ଶଶି ସିହ୍ନା କହିଛନ୍ତି, କିଛି ପରିବାର ସଦସ୍ୟ କିଛି ବୟାନ ଦେଇଥିଲେ ଯାହା ଯୋଗୁ ଗୋବିନ୍ଦା ଏବଂ ସୁନୀତାଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। ଏହାଠାରୁ ଅଧିକ କିଛି ନାହିଁ। ଗୋବିନ୍ଦା ଏକ ଫିଲ୍ମ ଆରମ୍ଭ କରିବାକୁ ଯାଉଛନ୍ତି, ଯାହା ପାଇଁ କଳାକାରମାନେ ଆମ କାର୍ଯ୍ୟାଳୟକୁ ଆସୁଛନ୍ତି। ଆମେ ଏହାକୁ ସମାଧାନ କରିବାକୁ ଚେଷ୍ଟା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri