ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର ସର୍ବସମ୍ମତି କ୍ରମେ ରବିବାର ମନୋନୀତ ହୋଇଛନ୍ତି । ସ୍ଥାନୀୟ ଆରଏମସି ଠାରେ ପୂର୍ବତନ ସଭାପତି ଚିତ୍ତ ରଞ୍ଜନ ଭୋଇଙ୍କ ସଭାପତିତ୍ବ ସାଧାରଣ ବୈଠକରେ ତାଙ୍କୁ ଆଗାମୀ ଦୁଇ ବର୍ଷ ପାଇଁ ସଚେତନ ନାଗରିକ ମଞ୍ଚର ସଭାପତି ଭାବେ ଗୁରୁଦାୟିତ୍ୱ ଦିଆଯାଇଛି ।

ଆଗାମୀ ଦିନରେ ସମ୍ପୂର୍ଣ୍ଣ ପୁଣି କର୍ମକର୍ତ୍ତା ଚୟନ କରାଯିବା ପାଇଁ ଆଜିକାର ସଭାରେ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାମଲାଲ ସୁନାନୀ, ସନ୍ତୋଷ ସାହୁ ଓ ପୂର୍ବତନ ଏନଏସି ଅଧ୍ୟକ୍ଷ ରାମଜୀ ମାତଖଣ୍ଡିଆ, ସରିତା ସିନ୍ଦୁର, ପୂର୍ବତନ ସଭାପତି ଉତ୍ତର ମହଲା, ରମେଶ ପଟ୍ଟନାୟକ, ରଘୁରାଜ ସି, କୃଷ୍ଣ ଚନ୍ଦ୍ର ସାହୁ, ପଙ୍କଜ ଗଉଡ଼, ନିକିତା ଜୈନ, ରଞ୍ଜନ ବେହେରା, ସଞ୍ଜୀବ ବେନାର୍ଜୀ, ନୀଳ ମହଲା, ଚମ୍ପକ ସାହା, ରିସବ ଜୈନ ପ୍ରମୁଖ ବହୁ ସଂଖ୍ୟାରେ ସଚେତନ ନାଗରିକ ମଞ୍ଚର ସଦସ୍ୟ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି…

ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର

ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri