ଫ୍ଲପ ଫିଲ୍ମକୁ ଖରାପ ବୋଲି କହିଲେ ଭିକ୍କି

ମୁମ୍ବାଇ: ବଲିଉଡ ଅଭିନେତା ଭିକ୍କି କୌଶଲ ଏବେ ତାଙ୍କ ଅଭିନୀତ ମୁଭି ‘ଗୋବିନ୍ଦା ନାମ ମେରା’କୁ ନେଇ ଅଛନ୍ତି ଖୁବ ଚର୍ଚ୍ଚାରେ । ଏହାକୁ ଦର୍ଶକଙ୍କ ପକ୍ଷରୁ ପଜିଟିଭ ରେସପନ୍ସ ମିଳୁଛି । ଏହି ଫିଲ୍ମ ବକ୍ସ ଅଫିସରେ ଭଲ ପ୍ରଦର୍ଶନ ବି କରୁଛି । ଏହାରି ଭିତରେ ଭିକ୍କିଙ୍କର ଏକ ବୟାନ ସାମ୍ନାକୁ ଆସିଛି । ଯେଉଁଥିରେ ସେ କିଛି ଫିଲ୍ମରେ ବେକାର ପରଫରମାନ୍ସକୁ ନେଇ କଥା ହୋଇଛନ୍ତି । ତେବେ ଦର୍ଶକେ ଏକବାର କ୍ଲ୍ରିୟର ଅଛନ୍ତି ଯେ ସେମାନଙ୍କୁ କ’ଣ ଦେଖିବାର ଅଛି । ଅଥବା ସେମାନେ କ’ଣ ଦେଖିବାକୁ ଚାହୁଁଛନ୍ତି ।
ଅଭିନେତା ଗତ ଦିନରେ ସାଧାରଣ ଫିଲ୍ମ ସହ ବିଗ ବଜେଟ ଫିଲ୍ମର ପରଫରମାନ୍ସ କଥା ବି କହିଛନ୍ତି । ତାଙ୍କର ଏହା ଉପରେ ସମ୍ପୂର୍ଣ୍ଣ ଭରସା ରହିଛି କି କେବଳ ଭଲ ଫିଲ୍ମ କାମ କରୁଛି ଆଉ ଦର୍ଶକେ ସେମାନଙ୍କ ରୁଚିକୁ ନେଇ ସମ୍ପୂର୍ଣ୍ଣ ଭାବେ ସ୍ପଷ୍ଟ ଅଛନ୍ତି । ଭିକ୍କି ଭୁଲ ଭୁଲେୟା ୨, ଆରଆରଆର ଓ ଦୃଶ୍ୟମ ୨ ଭଳି ଫିଲ୍ମର ଉଦାହରଣ ଦେଇ କହିଛନ୍ତି ଏସବୁ ମୁଭି ସମାନ ଶୈଳିର ନ ହୋଇଥିଲେ ବି ଏ ସମସ୍ତ ମୁଭି ଭଲ ପ୍ରଦର୍ଶନ କରିଛି । କାରଣ ଏହା ଭଲ ଭାବେ ନିର୍ମାଣ କରାଯାଇଛି । ଫିଲ୍ମରେ କେବଳ ଭଲ କଣ୍ଟେଣ୍ଟ ହିଁ ବିକ୍ରି ହୋଇଥାଏ । ଭିକ୍କି ଆହୁରି ମଧ୍ୟ କହିଛନ୍ତି ଓଟିଟି ହେଉ ଅବା ବଡ ପରଦା ଫିଲ୍ମର କଣ୍ଟେଣ୍ଟ ଯଦି ଭଲ ରହିଛି ତେବେ ମାଧ୍ୟମ କୌଣସି ମାୟନେ ରଖି ନ ଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri