ସ୍ତ୍ରୀଙ୍କୁ ଛାଡି ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ସହ ରହୁଥିଲେ ଗୋବିନ୍ଦା

ବଲିଉଡ୍‌ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତା ହେଉଛନ୍ତି ଗୋବିନ୍ଦା। ଗୋଟିଏ ସମୟରେ ତାଙ୍କ ଅଭିନୀତ ସମସ୍ତ ଫିଲ୍ମ ସୁପରହିଟ୍‌ ହେଉଥିଲା। ସେ ଅନେକ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ବଲିଉଡ୍‌ରେ ଅନେକ ଅଭିନେତ୍ରୀଙ୍କ ସହ ତାଙ୍କର ଯୋଡି ମଧ୍ୟ ଜମିଛି। କରିସ୍ମା କପୁରଙ୍କ ସହ ସେ ଅନେକ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି । ରବିନା ଟଣ୍ଡନ ଏବଂ ରାଣୀ ମୁଖାର୍ଜୀଙ୍କ ସହ ତାଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରିଥାନ୍ତି।


ଫିଲ୍ମ ‘ହଟ୍‌ କର୍‌ ଦି ଆପ୍‌ନେ’ରେ ରାଣୀ ଏବଂ ଗୋବିନ୍ଦାଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏହା ଏକ ରୋମାଣ୍ଟିକ୍‌ ଫିଲ୍ମ। ଏହି ଫିଲ୍ମର ଶୁଟିଂ ସମୟରୁ ଗୋବିନ୍ଦାଙ୍କ ବ୍ୟବହାରରେ ରାଣୀ ଫିଦା ହୋଇଯାଇଥିଲେ। ପରେ ସେ ଗୋବିନ୍ଦାଙ୍କୁ ଭଲ ପାଇ ବସିଥିଲେ। ଏହାପରଠାରୁ ଉଭୟଙ୍କ ମଧ୍ୟରେ ନିକଟତର ବଢ଼ିଲା। ଏହାପରଠାରୁ ଗୋବିନ୍ଦା ଘର ଛାଡି ରାଣୀଙ୍କ ସହ ରହୁଥିଲେ ବୋଲି ଶୁଣିବାକୁ ମିଲେ। ରାଣୀଙ୍କୁ ବିବାହ କରିବାକୁ ଗୋବିନ୍ଦା ସ୍ତ୍ରୀଙ୍କୁ ଛାଡପତ୍ର ଦେବାକୁ ମଧ୍ୟ ଚାହୁଁଥିଲେ। ହେଲେ ପରେ ସେ ନିଜ ଭୁଲ ବୁଝିପାରି ରାଣୀଙ୍କୁ ନିଜ ଜୀବନରୁ ଦୂରେଇ ଦେଇ ପରିବାର ସହ ରହିବାକୁ ନିଷ୍ପତ୍ତି ନେଲେ।


Enter your email to get our daily news in your inbox.

All Right Reserved By Dharitri.Com

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri