ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି

ଭବାନୀପାଟଣା,୨୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି ଆଜି ସରିବ। ଜେରା ସରିବା ପରେ ଜେଲ ଯିବେ ଗୋବିନ୍ଦ। ମଧ୍ୟାହ୍ନ ୧୨ଟାରୁ ୧ ଟା ମଧ୍ୟରେ କୋର୍ଟରେ ହାଜର କରାଯିବ। ଶନିବାର ବିଳମ୍ବିତ ରାତିରେ ଗୋବିନ୍ଦଙ୍କର ମେଡିକାଲ ଟେଷ୍ଟ କରାଯାଇଛି। ଗୋବିନ୍ଦର ମେଡିକାଲ ଟେଷ୍ଟ କରିବା ପାଇଁ ବଲାଙ୍ଗୀର ଏସ୍‌ପିଙ୍କ କାର୍ଯ୍ୟାଳୟରୁ ଗୋବିନ୍ଦଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ନିଆଯାଇଥିଲା।

ଗୋବିନ୍ଦ କହିଥିବା କାହାଣୀ ସତ ନା ଏହି କାହାଣୀରେ ଆଉ କାହାର ସଂପୃକ୍ତି ଅଛି ଯାହା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଚ୍‌ ରହିଛି। ଆଜି ଗୋବିନ୍ଦ ରିମାଣ୍ଡ ଶେଷ ଦିନ ହୋଇଥିବା ବେଳେ ପୋଲିସ ଶେଷ ଦିନରେ ଗୋବିନ୍ଦଙ୍କଠୁ ଆହୁରି କଣ ତଥ୍ୟ ଆଦାୟ କରିବ ତା ଉପରେ ନଜର ରହିଛି। ଗୋବିନ୍ଦ ଜେଲ ଯିବେ ନା ପୁଣିଥରେ ପୋଲିସ ତାଙ୍କୁ ଆଉଥରେ ରିମାଣ୍ଡରେ ଆଣିବାକୁ ଆବେଦନ କରିବ ସେନେଇ ଅପେକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri