Posted inଜାତୀୟ

ମହିଳା କର୍ମଚାରୀଙ୍କ ପାଇଁ ବଦଳିଲା ପେନସନ ନିୟମ, ସରକାର କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୧: ମହିଳା ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ କେନ୍ଦ୍ର ସରକାର ବଡ଼ ଘୋଷଣା କରଛeନ୍ତି । କାର୍ମିକ ମନ୍ତ୍ରାଳୟର ଘୋଷଣା ଅନୁସାରେ, ଏଣିକି ବିବାହ ବିବାଦ ସହ ଜଡିତ ମାମଲାରେ ମହିଳା କର୍ମଚାରୀ ସ୍ବାମୀଙ୍କ ବଦଳରେ ନିଜ ପିଲାଙ୍କୁ ଫ୍ୟାମିଲି ପେନସନ ପାଇଁ ନୋମିନେଟ କରିପାରିବେ ।

କେନ୍ଦ୍ରୀୟ ସିଭିଲ ସେବା ନିୟମ ଅନୁଯାୟୀ, ସରକାରୀ କର୍ମଚାରୀ ଏବଂ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପରାବାରିକ ପେନସନ ପାଇଁ ଅନୁମତି ଦେଉଛି ।
ବର୍ତ୍ତମାନର ନିୟମ ଅନୁସାରେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପେନସନର ପ୍ରଥମ ଲାଭ ତାଙ୍କ ସ୍ତ୍ରୀ କିମ୍ବା ସ୍ବାମୀଙ୍କୁ ଦିଆଯାଇଥାଏ । ଯଦି ମୃତ ସରକାରୀ କର୍ମଚାରୀଙ୍କ ଜୀବନସାଥୀଙ୍କ ସହ କୌଣସି ବିବାଦ ଥାଏ କିମ୍ବା ମୃତ୍ୟୁ ହୋଇଯାଇଥାଏ ତେବେ ତାଙ୍କ ସନ୍ତାନ ଓ ପରିବାରର ଅନ୍ୟ ସଦସ୍ୟ ଫ୍ୟାମିଲି ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ।

ଅନେକ ଆଲୋଚନା ପରେ ସରକାର ଏବେ ମହିଳା କର୍ମଚାରୀଙ୍କୁ ଏହି ଅନୁମତି ଦେଇଛନ୍ତି। ସେହିପରି ଯଦି କୌଣସି ଅଦାଲତରେ ଛାଡ଼ପତ୍ର ମାମଲା ବିଚାରଧୀନ ରହିଛି ତେବେ ମହିଳା ନିଜ ସ୍ବାମୀଙ୍କ ପରିବର୍ତ୍ତେ ନିଜ ପିଲାଙ୍କୁ ଫ୍ୟାମିଲି ପେନସନ ପାଇଁ ହିତାଧିକାରୀ କରିପାରିବେ । ଏହାଛଡ଼ା ଯଦି ମହିଳା ନିଜ ସ୍ବାମୀଙ୍କ ବିରୋଧରେ ଘରୋଇ ହିଂସା, ଯୌତୁକ କିମ୍ବା ଭାରତୀୟ ଦଣ୍ଡ ବିଧାନ ଅଧିନରେ ମାମଲା ରୁଜୁ କରିଥାନ୍ତି ତେବେ ତାଙ୍କ ପିଲାଙ୍କୁ ପେନସନ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri