Odisha Elections 2024
Posted inଜାତୀୟ

ମହିଳା କର୍ମଚାରୀଙ୍କ ପାଇଁ ବଦଳିଲା ପେନସନ ନିୟମ, ସରକାର କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୧: ମହିଳା ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ କେନ୍ଦ୍ର ସରକାର ବଡ଼ ଘୋଷଣା କରଛeନ୍ତି । କାର୍ମିକ ମନ୍ତ୍ରାଳୟର ଘୋଷଣା ଅନୁସାରେ, ଏଣିକି ବିବାହ ବିବାଦ ସହ ଜଡିତ ମାମଲାରେ ମହିଳା କର୍ମଚାରୀ ସ୍ବାମୀଙ୍କ ବଦଳରେ ନିଜ ପିଲାଙ୍କୁ ଫ୍ୟାମିଲି ପେନସନ ପାଇଁ ନୋମିନେଟ କରିପାରିବେ ।

କେନ୍ଦ୍ରୀୟ ସିଭିଲ ସେବା ନିୟମ ଅନୁଯାୟୀ, ସରକାରୀ କର୍ମଚାରୀ ଏବଂ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପରାବାରିକ ପେନସନ ପାଇଁ ଅନୁମତି ଦେଉଛି ।
ବର୍ତ୍ତମାନର ନିୟମ ଅନୁସାରେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପେନସନର ପ୍ରଥମ ଲାଭ ତାଙ୍କ ସ୍ତ୍ରୀ କିମ୍ବା ସ୍ବାମୀଙ୍କୁ ଦିଆଯାଇଥାଏ । ଯଦି ମୃତ ସରକାରୀ କର୍ମଚାରୀଙ୍କ ଜୀବନସାଥୀଙ୍କ ସହ କୌଣସି ବିବାଦ ଥାଏ କିମ୍ବା ମୃତ୍ୟୁ ହୋଇଯାଇଥାଏ ତେବେ ତାଙ୍କ ସନ୍ତାନ ଓ ପରିବାରର ଅନ୍ୟ ସଦସ୍ୟ ଫ୍ୟାମିଲି ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ।

ଅନେକ ଆଲୋଚନା ପରେ ସରକାର ଏବେ ମହିଳା କର୍ମଚାରୀଙ୍କୁ ଏହି ଅନୁମତି ଦେଇଛନ୍ତି। ସେହିପରି ଯଦି କୌଣସି ଅଦାଲତରେ ଛାଡ଼ପତ୍ର ମାମଲା ବିଚାରଧୀନ ରହିଛି ତେବେ ମହିଳା ନିଜ ସ୍ବାମୀଙ୍କ ପରିବର୍ତ୍ତେ ନିଜ ପିଲାଙ୍କୁ ଫ୍ୟାମିଲି ପେନସନ ପାଇଁ ହିତାଧିକାରୀ କରିପାରିବେ । ଏହାଛଡ଼ା ଯଦି ମହିଳା ନିଜ ସ୍ବାମୀଙ୍କ ବିରୋଧରେ ଘରୋଇ ହିଂସା, ଯୌତୁକ କିମ୍ବା ଭାରତୀୟ ଦଣ୍ଡ ବିଧାନ ଅଧିନରେ ମାମଲା ରୁଜୁ କରିଥାନ୍ତି ତେବେ ତାଙ୍କ ପିଲାଙ୍କୁ ପେନସନ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri