Posted inଜାତୀୟ

ତୁର୍କୀ, ପେରୁରେ ଭାରତର ନୂଆ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨।୭: କେନ୍ଦ୍ର ସରକାର ଶୁକ୍ରବାର ତୁର୍କୀ ଓ ପେରୁ ପାଇଁ ଭାରତର ଦୁଇଜଣ ନୂଆ ରାଷ୍ଟ୍ରଦୂତଙ୍କ ନାମ ଘୋଷଣା କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ୧୯୯୮ ବ୍ୟାଚ୍‌ ଆଇଏଫ୍‌ଏସ୍‌ ବିଶ୍ୱାସ ବିଦୁ ସପକାଲିଙ୍କୁ ପେରୁର ରାଷ୍ଟ୍ରଦୂତ ବଛା ଯାଇଛି। ସେହିପରି କେନିଆରେ ଭାରତୀୟ ଉଚ୍ଚାୟୁକ୍ତ ଭାବେ କାର୍ଯ୍ୟ କରୁଥିବା ୧୯୯୧ ବ୍ୟାଚ୍‌ ଆଇଏଫଏସ୍‌ ଅଫିସର ବୀରନ୍ଦର କୁମାର ପଲ୍‌ଙ୍କୁ ତୁର୍କୀର ରାଷ୍ଟ୍ରଦୂତ ଭାବେ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା…

ପାକିସ୍ତାନକୁ କଡ଼ା ଟାର୍ଗେଟ କଲେ ୟୁକେ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ନାଇଜେଲ ଫାରେଜ, ଜାଣନ୍ତୁ ଭାରତ ପ୍ରତି ତାଙ୍କର ମତ କ’ଣ

ଲଣ୍ଡନ,୨୩।୬: କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ଦୌଡ଼ରେ ନାଇଜେଲ ଫାରେଜ ଜଣେ ଦୃଢ଼ ଦାବିଦାର ଭାବରେ ଉଭା ହୋଇଛନ୍ତି। ରିଫର୍ମ ୟୁକେର…

ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ…

ଶିକ୍ଷାବିତ୍‌ଙ୍କ ଅକାଳ ବିୟୋଗ: ଚକ୍ଷୁ ଦାନ କରି ସାଜିଲେ ଉଦାହରଣ

ନୂଆପଡ଼ା/ସିନାପାଲି,୨୩ା୬(ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଅଞ୍ଚଳର ଶିକ୍ଷାବିତ୍‌ ଜଗନ୍ନାଥ ନାୟକଙ୍କ ୫୨ ବର୍ଷ ବୟସରେ ରବିବାର ଅକାଳ ବିୟୋଗ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ…

ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପରମାଣୁ କାର୍ଯ୍ୟକ୍ରମକୁ ନେଇ ନେଲା ୟୁଟର୍ନ

ତେହରାନ,୨୩।୬: ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଆଗକୁ ବଢୁଛି, ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ୟୁ-ଟର୍ନ ନେଇଛି। ଏହା ଚୁକ୍ତିନାମା…

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼…

ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି…

କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୁବାଇ,୨୩ା୬(ପି.ଟି.): କାତାରର ରାସ୍‌ ଲାଫାନ୍‌ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri