Advertisement
Posted inଜାତୀୟ

ଅନୁମତି ପରେ ଆଜିଠୁ କୋଓ୍ବିନ୍‌ ଆପ୍‌ରେ ଉପଲବ୍ଧ ହେବ ନାଜାଲ ଭାକ୍ସିନ୍‌

ନୂଆଦିଲ୍ଲୀ,୨୩।୧୨: ଭାରତ ବାୟୋଟେକ୍‌ ପ୍ରସ୍ତୁତ ନାଜାଲ ଭାକ୍ସିନ୍‌କୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ବୁଷ୍ଟର ଡୋଜ ଭାବେ ବ୍ୟବହୃତ ହେବ। ଶୁକ୍ରବାର ସନ୍ଧ୍ୟାରୁ କୋଓ୍ବିନ୍‌ ଆପ୍‌ରେ ଉପଲବ୍ଧ ହେବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଏହା ଘରୋଇ ହସ୍ପିଟାଲରେ ମିଳିବ। ୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଏହି ଭାକ୍ସିନ୍‌ ଦିଆଯାଇପାରିବ। ଖୁବ୍‌ଶୀଘ୍ର ଟିକାର ମୂଲ୍ୟ ସ୍ଥିର କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ପେନ୍‌ସନ ଯୋଜନା ଲାଗୁକଲେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୨ା୧୦: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ପଞ୍ଜାବର ସରକାରୀ କର୍ମଚାରୀମାନଙ୍କ ଲାଗି ଦିଓ୍ବାଲି ଭେଟି ସ୍ବରୂପ ପୁରୁଣା ପେନ୍‌ସନ ଯୋଜନା ପୁନର୍ବାର କାର୍ଯ୍ୟକାରୀ କରିବାକୁ...

ଭାଇରାଲ ହେଉଛି ରାହୁଲଙ୍କ ଦୋସା ଖାଇବା ଫଟୋ

ପାଟନା,୭।୭: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଓ୍ବୟନାଡ ଲୋକ ସଭା ଆସନର ଏମ୍‌ପି ରାହୁଲ ଗାନ୍ଧୀଙ୍କର ଦୋସା ଖାଇବାର ଏକ ଫଟୋ ଏବେ ଭାଇରାଲ ହେବାରେ...

ବିନା ଦର୍ଶକରେ ଖୋଲିବ ଷ୍ଟାଡିୟମ୍‌-ସ୍ପୋଟର୍ସ କମ୍ପ୍ଲେକ୍ସ୍‌…

ନୂଆଦିଲ୍ଲୀ,୪।୭: ରାଜଧାନୀ ଦିଲ୍ଲୀ ଷଷ୍ଠ ପର୍ଯ୍ୟାୟ ଅନ୍‌ଲକ୍‌ ସୋମବାର ଆରମ୍ଭ ହେବ। ଅନ୍‌ଲକ୍‌ ମାର୍ଗଦର୍ଶିକା ଆଧାରରେ ଏବେ ଦିଲ୍ଲୀରେ ବିନା ଦର୍ଶକରେ ଷ୍ଟାଡିୟମ୍‌ ଏବଂ ସ୍ପୋଟର୍ସ...

କଂଗ୍ରେସର ଦେଶବ୍ୟାପି ‘ମୌନବ୍ରତ’

ନୂଆଦିଲ୍ଲୀ,୧୧ ।୧୦: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଏହାସହ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କୁ ବରଖାସ୍ତ ଦାବି କରି ସୋମବାର...

ଆନ୍ଧ୍ର ପ୍ରଦେଶ ବିଧାନସଭା ନିର୍ବାଚନ: ଓ୍ବାଏସ୍‌ଆର୍‌ କଂଗ୍ରେସ ୭୬ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଆନ୍ଧ୍ର ପ୍ରଦେଶରେ ଓ୍ବାଏସ୍‌ଆର୍‌ କଂଗ୍ରେସ ପାର୍ଟି(ଓ୍ବାଏସ୍‌ଆର୍‌ସିପି)ର ଜଗନମୋହନ ରେଡ୍ଡି ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ଓ୍ବାଏସ୍‌ଆର୍‌ସିପି ମୋଟ ୭୬ଟି ଆସନରେ ଆଗୁଆ ଥିବା...

ଅମ୍ଫନ ପ୍ରଭାବରେ ଆସାମରେ ହୋଇପାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୨୧।୫: ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ପରେ ଏବେ ଏହାର କୌଣସି ପ୍ରତିକୂଳ ପ୍ରଭାବ ପଶ୍ଚିମବଙ୍ଗ ଉପରେ ପଡିବ ନାହିଁ ବୋଲି କହିଛି ଭାରତୀୟ...

ଶୁଦ୍ଧିକ୍ରିୟାର ୧୨ ବର୍ଷ ପରେ ଘରକୁ ଫେରିଲେ

ଜିର୍‌ନିଆ : ଜୀବିତ ବ୍ୟକ୍ତିର ଅନ୍ତିମ ସଂସ୍କାରର ସବୁ ବିଧି ସମ୍ପନ୍ନ କରାଯିବା ପରେ ୧୨ ବର୍ଷ ପରେ ବ୍ୟକ୍ତି ପୁଣି ଘରକୁ ଫେରିବା ଘଟଣାରେ...

ଭାରତ କିଣିବ ୨୧ ମିଗ୍‌, ୧୨ ସୁଖୋଇ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଭାରତ ୨୧ଟି ମିଗ୍‌-୨୯ ଏବଂ ୧୨ ସୁଖୋଇ-୩୦ ଯୁଦ୍ଧ ବିମାନ ରୁଷ୍‌ଠାରୁ କିଣିବ। ଏନେଇ ସୁରକ୍ଷା...

Advertisement
Archives

Model This Week