ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଭର୍ଚ୍ଚୁଆଲ ମୋଡ୍‌ରେ ଏହାର ସମୀକ୍ଷା କରିଥିଲେ। ଓମିକ୍ରନ ବୃଦ୍ଧିକୁ ରୋକିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ଟିକାରକଣ ସହ ହସ୍ପିଟାଲରେ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା, ଶଯ୍ୟା ପ୍ରସ୍ତୁତ ରଖିବା ଏବଂ ଓଡ଼ିଶା ରାଜ୍ୟ ଔଷଧ ନିଗମକୁ ସମସ୍ତ ଆବଶ୍ୟକୀୟ ଓଷଧ ତଥା ସରଞ୍ଜାମ ମହଜୁଦ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା, ଜାତୀୟ ସ୍ବାସ୍ଥ୍ୟ ମିଶନର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଢ଼ଙ୍ଗୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀଙ୍କ ସମେତ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri