Posted inଜାତୀୟ

ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର, କହିଲେ ଏଣିକି କୌଣସି ସ୍ଥାନରେ…

ଦିଶପୁର,୪ା୧୨: ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।  ସରକାର ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ଗୋ’ମାଂସ କୌଣସି ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ ଦିଆଯିବ ନାହିଁ ଏବଂ ଏହା କୌଣସି ସାର୍ବଜନୀନ କାର୍ଯ୍ୟ କିମ୍ବା ସର୍ବସାଧାରଣ ସ୍ଥାନରେ ମଧ୍ୟ ଦିଆଯିବ ନାହିଁ।

ଆଜି ଦିଲ୍ଲୀରେ ଆସାମ ସରକାରଙ୍କ କ୍ୟାବିନେଟ ବୈଠକ ବସିଥିଲା। ଏହି ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନ୍ୟ ମନ୍ତ୍ରୀମାନେ ଯୋଡ଼ି ହୋଇଥିଲେ। ଏହି ସମୟରେ ରାଜ୍ୟରେ ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜାରେ ଯୁଦ୍ଧବିରତି: ଚୁକ୍ତି ଅନୁଯାୟୀ ୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍‌

ଦେଇର୍‌ ଅଲ୍‌-ବଲାହ,୧୯।୧: ଗାଜାରେ ରବିବାରଠାରୁ ଯୁଦ୍ଧବିରତି ଆରମ୍ଭ ହୋଇଛି। ଚୁକ୍ତି ଅନୁଯାୟୀ ଗାଜାର ଶାସକ ହମାସ୍‌ ପ୍ରଥମ ଦିନରେ ୩ ଜଣ ଇସ୍ରାଏଲୀ ପଣବନ୍ଦୀଙ୍କୁ ରବିବାର...

ସତରେ କ’ଣ ବାଂଲାଦେଶରୁ ଆସିଥିଲେ ସୈଫ ଅଲି ଖାନଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି? କୋର୍ଟରେ ଖୋଲିଲା ବଡ଼ ଗୁମର

ମୁମ୍ବାଇ,୧୯।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୁକ୍ତକୁ ମୁମ୍ବାଇ ପୋଲିସ ଥାନେ ପଶ୍ଚିମ ଅଞ୍ଚଳରୁ ଗିରଫ କରି ରବିବାର (୧୯...

ମହାକୁମ୍ଭରେ ଭୟଙ୍କର ଅଗ୍ନିକାଣ୍ଡ, ଅଧିକାଂଶ ଟେଣ୍ଟ ଜଳି ପୋଡି ପାଉଁଶ

ପ୍ରୟାଗରାଜ,୧୯।୧: ରବିବାର ଅପରାହ୍ନରେ ମହାକୁମ୍ଭମେଳା ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମହାକୁମ୍ଭମେଳାର ସେକ୍ଟର ୨୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କାରଣରୁ ମେଳା ପରିସରରେ...

ଅଡୁଆରେ ପଡିଲେ ରାହୁଲ! ଆସାମରେ ଦିଆଗଲା ଏଫଆଇଆର୍‌

ଗୁଆହାଟୀ,୧୯।୧: ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀ ପୁଣି ଥରେ ଅଡୁଆରେ ପଡ଼ିଛନ୍ତି। ରାହୁଲଙ୍କ ସାମ୍ପ୍ରତିକ ବୟାନ ପାଇଁ ତାଙ୍କ ବିରୋଧରେ...

ଦୀପିକା ଦେଶଓ୍ବାଲ କିଏ? ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ମିଳିଛି ‘ସ୍ବତନ୍ତ୍ର ନିମନ୍ତ୍ରଣ’

ନୂଆଦିଲ୍ଲୀ,୧୯।୧: ଗିନିଜ ଓ୍ବାଲର୍‌ଡ ରେକର୍ଡଧାରୀ ଦୀପିକା ଦେଶଓ୍ବାଲଙ୍କୁ ଜାନୁଆରୀ ୨୦ରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବାକୁ ସ୍ବତନ୍ତ୍ର...

ନାଗାସାଧୁ ନ ଥିଲେ ଆଇଆଇଟି ବାବା, ସେ ଜଣେ…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୧୯।୧:ପ୍ରୟାଗରାଜର ମହାକୁମ୍ଭମେଳାର ମୁଖ୍ୟ ଆକର୍ଷଣ ପାଲଟିଥିବା ଆଇଆଇଟି ବାବା ବା ଆଇଆଇଟି ବମ୍ବେର ପୂର୍ବତନ ଏରୋସ୍ପେସ ଇଞ୍ଜିନିୟର ଅଭୟ ସିଂହଙ୍କୁ ତାଙ୍କ ଆଖଡାରୁ ବହିଷ୍କାର କରାଯାଇଛି।...

8th Pay Commission: ଏହି ରାଜ୍ୟରେ ପ୍ରଥମେ ବଢିବ କର୍ମଚାରୀଙ୍କ ଦରମା? ଜାଣନ୍ତୁ କେତେ ବଢିବ

ନୂଆଦିଲ୍ଲୀ,୧୯।୧: ଭାରତ ସରକାର ସରକାରୀ କର୍ମଚାରୀଙ୍କ ବେତନ, ଭତ୍ତା ଏବଂ ପେନଶନ ସଂଶୋଧନ କରିବା ପାଇଁ ପ୍ରତି ୧୦ ବର୍ଷରେ ଏକ ବେତନ ଆୟୋଗ ଗଠନ...

ହରିୟାଣାରେ ଭୟଙ୍କର ଦୁର୍ଘଟଣା: ମନୁ ଭାକରଙ୍କ ଆଈ-ମାମୁଁଙ୍କ ମୃତ୍ୟୁ, ପରିବାରରେ ଶୋକର ଲହର

ଚଣ୍ଡିଗଡ଼,୧୯।୧: ଅନ୍ତର୍ଜାତୀୟ ଶୁଟିଂ ଖେଳାଳି ମନୁ ଭାକରଙ୍କ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍‌ ରାସ୍ତାରେ ଏକ ଦୁର୍ଘଟଣାରେ ତାଙଙ୍କ ଆଈ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri