Posted inଜାତୀୟ

ମଝି ରାସ୍ତାରେ ଜଳିଗଲା ସରକାରୀ ବସ୍‌, ଭିତରେ ଥିଲେ ଯାତ୍ରୀ

ବେଙ୍ଗାଲୁରୁ,୦୯।୭: ବେଙ୍ଗାଲୁରୁ ସହରର ଏକ ଜନ ଗହଳି ପୂର୍ଣ୍ଣ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଗୋଟିଏ ସରକାରୀ ବସ୍‌ ଜଳି ଯାଇଥିବା ଖବର ମିଳିଛି । ଆଜି ସକାଳ ସମୟରେ ଚାଳକ ଗାଡ଼ି ଷ୍ଟାର୍ଟ କରୁଥିବା ସମୟରେ ବସ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଥିଲା । ସଙ୍ଗେ ସଙ୍ଗେ ଚାଳକ ଜଣଙ୍କ ଲୋକଙ୍କୁ ବସ୍‌ରୁ ଓହ୍ଲାଇଯିବାକୁ କହିଥିଲେ । ଫଳରେ ଯାତ୍ରୀ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ । ଏହି ଘଟଣାରେ ବେଙ୍ଗାଲୁରୁ ମେଟ୍ରୋପଲିଟାନ୍‌ ଟ୍ରନ୍ସପୋର୍ଟ କର୍ପୋରେସନ୍‌ କେହି ଯାତ୍ରୀ ଆହତ ହୋଇନଥିବା ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri