Posted inଜାତୀୟ

ମୌସୁମୀ ଅଧିବେଶନ ପୂର୍ବରୁ ଜୁଲାଇ ୧୭ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୨।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସରକାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୭ରେ ସକାଳ ୧୧ଟାରେ ଏକ ସର୍ବଦଳୀୟ ବୈଠକ ବସିବ। ମଙ୍ଗଳବାର ଏନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ, ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୮ରୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ମୋଟ ୨୬ ଦିନର ଏହି ଅଧିବେଶନରେ ୧୮ଟି ବୈଠକ ହେବ। ଏହି ଅଧିବେଶନରେ ସରକାର ଅନେକ ବିକାଶମୂଳକ ଯୋଜନାର ନୂଆ ବିଲ ଆଗତ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri