ଆପଲ୍ ଆଇଫୋନ୍ ହ୍ୟାକିଂ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୩୧/୧୦: ମଙ୍ଗଳବାର କେନ୍ଦ୍ର ସରକାର ବିରୋଧୀଙ୍କ ଆପଲ୍ ଆଇଫୋନ୍ ହ୍ୟାକିଂ ଦାବିକୁ ଖାରଜ କରିଛନ୍ତି। ଏହା ସହିତ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଏହି ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଅଶ୍ୱିନ୍ ବୈଷ୍ଣବ କହିଛନ୍ତି ଯେ କିଛି ସହକର୍ମୀ ଆପଲ୍ ଆଲର୍ଟ ବିଷୟରେ ଅଭିଯୋଗ କରିଛନ୍ତି, ଏଭଳି ପରିସ୍ଥିତିରେ ଆମେ ମାମଲାର ମୂଳରେ ନିଶ୍ଚିନ୍ତ ପହଞ୍ଚିବା।

ବିରୋଧୀଙ୍କ ଅଭିଯୋଗ ଉପରେ ସେ କହିଛନ୍ତି ଯେ ଆମର କିଛି ସମାଲୋଚକ ଅଛନ୍ତି ଯେଉଁମାନେ ସବୁବେଳେ ମିଛ ଅଭିଯୋଗ କରନ୍ତି। ସେମାନେ ଦେଶର ପ୍ରଗତି ଚାହୁଁ ନାହାଁନ୍ତି। ୧୫୦ ଟି ଦେଶରେ ଆପଲ୍ ଆଲର୍ଟ ଜାରି କରିଛି। ଆପଲ୍ ଅନୁମାନ ଉପରେ ଆଧାର କରି ବାର୍ତ୍ତା ପଠାଇଛି, ଯାହା ବିଷୟରେ ଆପଲ୍ ଏହାର ସ୍ପଷ୍ଟୀକରଣ ଜାରି କରିଛି।

ଏହା ବ୍ୟତୀତ ଆଇଟି ମନ୍ତ୍ରୀ କହିଛନ୍ତି ବିରୋଧୀ ମାନଙ୍କର ଅଭ୍ୟାସ ରହିଛି, କି କୌଣସି ବିଷୟ ନଥିଲେ ସେମାନଙ୍କ ଗୋଇନ୍ଦା ଗିରି ହେଉଥିବା ଅଭିଯୋଗ ଲଗାଇଥାନ୍ତି। ତେବେ ଏହି ଅଭିଯୋଗ ସେମାନେ କିଛି ବର୍ଷ ପୂର୍ବରୁ ଲଗାଇବାକୁ ଚେଷ୍ଟା କରିଥିଲେ। ଯାହାର ତଦନ୍ତ ସୁପ୍ରିମକୋର୍ଟଙ୍କ ତତ୍ୱାବଧାନରେ ହୋଇଥିଲା, କିନ୍ତୁ କିଛି ସାବ୍ୟସ୍ତ ହୋଇ ନଥିଲା। ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଦାବି କରିଥିଲେ ଯେ, ତାଙ୍କର ଦୁଇ ପିଲାଙ୍କର ଫୋନ ହ୍ୟାକି ହୋଇଥିଲା, କିନ୍ତୁ ତଦନ୍ତରେ କିଛି ମିଳିନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri