ସରକାରୀ କର୍ମଚାରୀଙ୍କୁ ସଦରମହକୁମା ଛାଡ଼ିବା ମନା

ଗଞ୍ଜାମ,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ସଦରମହକୁମା ନ ଛାଡ଼ିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି କହିଛନ୍ତି। କଟକଣା ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ରରେ ମଦ ଯୋଗାଣକୁ ବିରୋଧ କରିବାରୁ ସରପଞ୍ଚଙ୍କୁ ଆକ୍ରମଣ

ପୋଲସରା,୩୧ା୫(ଡି.ଏନ.ଏ.)- ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସମ୍ପର୍କୀୟ ମଦ ଦେବାକୁ ଯାଇଥିବାବେଳେ ଏହାକୁ ବିରୋଧ କରିବାରୁ କଳମ୍ବ ସରପଞ୍ଚଙ୍କୁ ଆକ୍ରମଣ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ...

ଦୃଷ୍ଟି ଆଢୁଆଳରେ ‘ହାଲୁଆ ଜଳ ପ୍ରପାତ’

ରାୟଗଡ଼ା ଅଫିସ , ୧୨ା୧୨-ରାୟଗଡ଼ା ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର। ସେଥିମଧ୍ୟରୁ ଅନେକ ଲୋକଲୋଚନକୁ ଆସିପାରୁନାହିଁ। ପର୍ଯ୍ୟଟନସ୍ଥଳୀର ଉନ୍ନତି ନେଇ ସରକାର ଲକ୍ଷ...

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ...

ଫ୍ଲାଏ ଓଭର ନିର୍ମାଣ ଦାବି

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣିରୁ ଲୁହାପଥର ପରିବହନ ପାଇଁ ଏନ୍‌ଏଚ୍‌ ୪୯ ରାସ୍ତା ଟ୍ରକ୍‌ ଦ୍ୱାରା ଜାମ୍‌ ଯୋଗୁ...

ମନ୍ତ୍ରୀଙ୍କ ନାଁ କହି ଠକେଇ: କିନ୍ନର ଗିରଫ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ବର୍ତ୍ତମାନର ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀଙ୍କ ନାଁ କହି ଜଣେ ରାଜନୈତିକ ବ୍ୟକ୍ତି ତଥା ହୋଟେଲ ମାଲିକଙ୍କଠାରୁ ୭୦ ହଜାର ଟଙ୍କା ଠକେଇ ହୋଇଛି। ଟଙ୍କା...

୧୦% ସୁଧ ଲୋଭ ଦେଖାଇ ୩.୮ ଲକ୍ଷ ଠକିନେଲେ

କଟକ ଅଫିସ,୧।୮: ଏକ ସରକାରୀ ସଂସ୍ଥାରେ ଟଙ୍କା ବିନିଯୋଗ କରି ମାସିକ ୧୦ ପ୍ରତିଶତ ସୁଧ ପାଇବାର ପ୍ରଲୋଭନ ଦେଖାଇ ଜଣେ ବ୍ୟକ୍ତି ୩ଲକ୍ଷ ୮୦...

ହାତୀ ଆକ୍ରମଣରେ ଯୁବକ ଗୁରୁତର

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ହାତୀଙ୍କ ଉପତ୍ାତ ଦିନକୁ ଦିନ ବଢ଼ି ଚାଲିଛି। କେତେବେଳେ ଚାଷଜମିର କ୍ଷତି କରୁଛନ୍ତି ତ,...

ଉମରକୋଟ ହୀରାପୁର ଅଞ୍ଚଳରେ ହେଟାବାଘ ଆତଙ୍କ

ଉମରକୋଟ, ୨୮।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ହୀରାପୁର ପଞ୍ଚାୟତ ନୂଆଗୁଡ଼ା ଗ୍ରାମରେ ହେଟାବାଘ ଆତଙ୍କ ଦେଖାଯାଇଛି। ଗାଁର ଶୁକୁ କଲାରଙ୍କ ଗୋଟିଏ ବଳଦକୁ ହେଟାବାଘ...

Advertisement
Archives

Model This Week