Posted inଜାତୀୟ

ଦେଶର ସମ୍ପତ୍ତିକୁ ପୁଞ୍ଜିପତିଙ୍କ ହାତକୁ ଟେକି ଦେଉଛନ୍ତି ମୋଦି ସରକାର : ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ। ଏହାକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ନରେନ୍ଦ୍ର ମୋଦିଙ୍କ ସରକାର ଦେଶର ସମ୍ପତ୍ତିକୁ ପୁଞ୍ଜିପତିମାନଙ୍କ ହାତକୁ ଟେକି ଦେଉଥିବା ସେ ଅଭିଯୋଗ କରିଛନ୍ତି।

ଦେଶ ପାଖରେ ଥିବା ବେସରକାରୀ କମ୍ପାନୀ ଓ ଆର୍ଥିକ ପ୍ରତିଷ୍ଠାନର ଅଂଶଧନ ବିକ୍ରୟରୁ ୧.୭୫ ଲକ୍ଷ କୋଟି ଆଗତ କରାଯିବ ବୋଲି ସରକାର ୨୦୨୧-୨୨ ବଜେଟରେ ଦର୍ଶାଇଛନ୍ତି। ଅଂଶଧନ ବିକ୍ରି ହେଉଥିବା ବେସରକାରୀ ପ୍ରତିଷ୍ଠାନ ମଧ୍ୟରେ ଦୁଇଟି ପିଏସ୍‌ୟୁ ବ୍ୟାଙ୍କ୍‌ ଓ ବୀମା କମ୍ପାନୀ ରହିଛି। ଲୋକଙ୍କ ହାତକୁ ଟଙ୍କା ଛାଡ଼ିବା ବଦଳରେ ମୋଦି ସରକାର ଦେଶର ସମ୍ପତ୍ତିକୁ ପୁଞ୍ଜିବାଦୀ ବନ୍ଧୁଙ୍କୁ ସମର୍ପି ଦେଉଛନ୍ତି ବୋଲି ବଜେଟ୍‌ ଉପସ୍ଥାପନ ପରେ ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?