Posted inଜାତୀୟ

କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ବର୍ଷ ଭେଟି: ଏନ୍‌ଏସ୍‌ସି, ଡାକଘର ସଞ୍ଚୟ ସୁଧହାର ବଢ଼ିଲା

ନୂଆଦିଲ୍ଲୀ,୩୦ା୧୨: କେନ୍ଦ୍ର ସରକାର ଶୁକ୍ରବାର ଦେଶବାସୀଙ୍କୁ ନୂଆ ବର୍ଷର ଉପହାର ଦେଇଛନ୍ତି। ସରକାର ଜାନୁୟାରୀ ୧ରୁ ଡାକଘର ସଞ୍ଚୟ ଯୋଜନା, ଏନ୍‌ଏସ୍‌ସି ଏବଂ ବରିଷ୍ଠ ନାଗରିକ ସଞ୍ଚୟ ଯୋଜନାର ସୁଧହାର ୧.୧୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ପବ୍ଲିକ୍‌ ପ୍ରୋଭିଡେଣ୍ଟ ଫଣ୍ଡ୍‌ (ପିପିଏଫ୍‌) ଏବଂ ସୁକନ୍ୟା ସମୃଦ୍ଧି ଯୋଜନା ସୁଧହାର ଅପରିବର୍ତ୍ତିତ ରହିଛି। ନ୍ୟାଶନାଲ ସେଭିଙ୍ଗ୍‌ସ ସାର୍ଟିଫିକେଟ (ଏନ୍‌ଏସ୍‌ସି) ସୁଧହାର ଏବେ ୬.୮ ପ୍ରତିଶତ ଥିବାବେଳେ ଏହାକୁ ୭ ପ୍ରତିଶତକୁ ବୃଦ୍ଧି କରାଯାଇଛି। ସେହିପରି ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା ସୁଧ ୭.୬ ପ୍ରତିଶତରୁ ୮ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଡାକଘର ସଞ୍ଚୟ ଯୋଜନା ୧ରୁ ୫ ବର୍ଷ ସମୟସୀମା ପାଇଁ ସୁଧହାର ୧.୧ ପ୍ରତିଶତ ବୃଦ୍ଧି ହୋଇଛି। ମାସିକ ଆୟ ଯୋଜନାରେ ସୁଧହାର ୬.୭% ଥିବାବେଳେ ଏହାକୁ ୭.୧ ପ୍ରତିଶତକୁ ବଢ଼ାଇଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri