ଚାଇନାକୁ ଝଟକା: ଲାପଟପ, କମ୍ପ୍ୟୁଟରର ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ବେଜିଂ,୩।୮: ସରକାର ତୁରନ୍ତ ପ୍ରଭାବ ପକାଇ ଲାପଟପ, ଟାବଲେଟ୍‌ ଏବଂ କମ୍ପ୍ୟୁଟରର ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ବୈଦେଶିକ ବାଣିଜ୍ୟ ନିର୍ଦ୍ଦେଶାଳୟ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ବୈଧ ଲାଇସେନ୍ସ ଆଧାରରେ ଏହି ଜିନିଷଗୁଡିକର ସୀମିତ ଆମଦାନୀ ଅନୁମତି ଦିଆଯିବ। ଏଚ୍‌ଏସ୍‌ଏନ୍‌ ୮୭୪୧ର ଅନ୍ତର୍ଗତ ଆସିବାକୁ ଥିବା ଅଲଟ୍ରା ସ୍ମଲ୍‌ ଫର୍ମ ଫ୍ୟାକ୍ଟର କମ୍ପ୍ୟୁଟର ଏବଂ ସର୍ଭରର ଆମଦାନୀ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି।

ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏକ ସର୍ତ୍ତ ଅନୁଯାୟୀ ଆମଦାନୀକୁ ଅନୁମତି ଦିଆଯିବ କି ଆମଦାନୀ ସାମଗ୍ରୀର ବ୍ୟବହାର କେବଳ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ କରାଯିବ ନୁହେଁ କି ବିକ୍ରୟ ହେବ। ଏହା ବ୍ୟତିତ ସର୍ତ୍ତରେ ଆଉ ମଧ୍ୟ କୁହାଯାଇଛି କି, ବ୍ୟବହାର ପରେ ଉତ୍ପାଦଗୁଡିକ ନଷ୍ଟ କରିଦିଆଯିବ କିମ୍ବା ପୁନଃ ରପ୍ତାନୀ ହେବ।

ଏଠାରେ ଧ୍ୟାନ ଦେବା କଥା ହେଉଛି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ଯେଉଁ ସମୟରେ ମେକ ଇନ ଇଣ୍ଡିଆ ଉପରେ ସମ୍ପୂର୍ଣ୍ଣ ଗୁରୁତ୍ୱ ଦିଆଯାଉଛି। ଇଲେକ୍ଟ୍ରୋନିକ୍ସ ଇଣ୍ଡଷ୍ଟ୍ରି ସଂସ୍ଥା ନିର୍ମାତା ଆସୋସିଏଶନ ଅଫ ଇନଫରମେଶନ ଟେକ୍ନୋଲୋଜିର ପୂର୍ବତନ ମହାନିର୍ଦ୍ଦେଶକ ଅଲି ଅଖତର ଜାଫ୍ରି କହିଛନ୍ତି ଯେ, ଏହି ପଦକ୍ଷେପ ଭାରତରେ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ ଉଦ୍ଦିଷ୍ଟ ଏବଂ ଏହା ଏକ ସକରାତ୍ମକ ନିଷ୍ପତ୍ତି। ଆମେ ଏହାକୁ ସ୍ବାଗତ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri