NEET ପରୀକ୍ଷାକୁ ନେଇ ଆକ୍ସନ ମୋଡ୍‌ରେ ସରକାର, ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୩।୬: ନିଟ୍‌ ପେପର ଲିକ୍‌କୁ ନେଇ କେନ୍ଦ୍ର ସରକାର ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି ନେଇଛନ୍ତି । ପ୍ରବେଶ ପରୀକ୍ଷାରେ ହୋଇଥିବା ଅନିୟମିତତା ପାଇଁ ସରକାର ସିବିଆଇକୁ ଯାଞ୍ଚ ଭାର ଦେଇଛନ୍ତି । ଏହା ପୂର୍ବରୁ ଏହି ମାମଲାକୁ ନେଇ ବିଭିନ୍ନ ଆକ୍ସନ ନେଇଥିଲେ ସରକାର । ଯେଉଁଥିରେ ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏର ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂହ ହଟାଇ ଦିଆଯାଇଛି । ଏଥିସହିତ ପରୀକ୍ଷା ପରିଚାଳନାରେ ସୁଧାର ପାଇଁ ଇସ୍ରୋର ପୂର୍ବତନ ମୁଖ୍ୟ କେ. ରାଧାକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଏକ ସାତ ଜଣିଆ କମିଟି ଗଠନ କରିବା ଆଦି ସାମିଲ୍‌ ରହିଛି ।

ଅନ୍ୟପଟେ ନିଟ୍‌-ପିଜି ପରୀକ୍ଷାକୁ ସ୍ଥଗିତ କରିଦିଆଯାଇଛି । ଏହି ପରୀକ୍ଷା ଆଜି ହେବାର ଥିଲା । କିନ୍ତୁ ଗତକାଲି ଏହାକୁ ସ୍ଥଗିତ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ରାଷ୍ଟ୍ରୀୟ ପରୀକ୍ଷା ବୋର୍ଡ ଖୁବ୍‌ ଶୀଘ୍ର ଏହି ପରୀକ୍ଷା ପାଇଁ ଅନ୍ୟ ଏକ ତାରିଖ ଘୋଷଣା କରିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ…

ଆଜି ଆସିବ ପିଏମ୍‌ କିଷାନର ୨୩ କିସ୍ତି, ୯ କୋଟିରୁ ଅଧିକ କୃଷକଙ୍କ ଖାତାକୁ ଆସିବ ଟଙ୍କା

ନୂଆଦିଲ୍ଲୀ,୨୦।୬: ଦେଶର କୋଟି କୋଟି କୃଷକଙ୍କ ପାଇଁ ଆଜି ଏକ ବଡ଼ ଖୁସିର ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି…

ହନୁମାନ ମନ୍ଦିରର ସଭାମଣ୍ଡପର ଛାତ ଭୁଶୁଡ଼ିଲା; ୩୦-୪୦ ଦବି ରହିଥିବା ଆଶଙ୍କା, ୫ ମୃତ

ପରଭଣୀ,୨୦।୬: ମହାରାଷ୍ଟ୍ରର ପରଭାନୀ ତାଲୁକାର ଯଶୱାଡି ଗ୍ରାମରୁ ଏକ ଦୁଃଖଦ ଦୁର୍ଘଟଣାର ଖବର ଆସିଛି। ସ୍ଥାନୀୟ ହନୁମାନ ମନ୍ଦିର ପରିସରରେ ଥିବା ସଭା ମଣ୍ଡପ (ସଭା ମଣ୍ଡପ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri