Advertisement
Posted inଜାତୀୟ

ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ସରକାର କରୁଛନ୍ତି ବାହାନା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୧୨: ହରିୟାଣାରେ ଭାରତ ଯୋଡୋ ଯାତ୍ରା ଚାଲିଥିବାବେଳେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ହରିୟାଣାର ନୁହରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟଙ୍କ ଚିଠି ଉପରେ ମଧ୍ୟ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଯାତ୍ରାକୁ ବନ୍ଦ କରିବା ପାଇଁ ମୋତେ ଏକ ଚିଠି ଲେଖାଯାଇଛି, କୋଭିଡ ଆସୁଛି, ଭାରତ ଯୋଡୋ ଯାତ୍ରା ଯାତ୍ରା ବନ୍ଦ କର। କିନ୍ତୁ ଯାତ୍ରା ବନ୍ଦ କରିବା ପାଇଁ ସରକାର ଏକ ବାହାନା କରୁଛନ୍ତି। ଯେତେ ଚେଷ୍ଟା କଲେ ମଧ୍ୟ ଆମେ ଭାଙ୍ଗି ପଡିବୁ ନାହିଁ।
କରୋନାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖି କରୋନା ନିୟମ ମାନ, ନଚେତ ଭାରତ ଯୋଡୋ ଯାତ୍ରା ବନ୍ଦ କର ବୋଲି ଅପିଲ କରିଛନ୍ତ। ସାରା ବିଶ୍ୱରେ ପୁଣିଥରେ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଥିପାଇଁ କରୋନା ନିୟମ ମାନିବାକୁ ରାହୁଲଙ୍କୁ ଚିଠି ଲେଖି ଅପିଲ କରିଛନ୍ତି କେନ୍ଦ୍ର ମନ୍ତ୍ରୀ।
ସୂଚନାଯୋଗ୍ୟ,ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ରାଜସ୍ଥାନରୁ ଏବେ ହରିୟାଣାରେ ପହଞ୍ଚିଛି। ଏହି ଯାତ୍ରା ଆସନ୍ତା ୨୩ ତାରିଖ ଯାଏ ରାଜ୍ୟର ଭିନ୍ନ ଭିନ୍ନ ଅଞ୍ଚଳ ଦେଇ ଗତି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇ ରେକର୍ଡ

ଜଗଦୀଶପୁର,୨୪।୪: ବିହାରର ଜଗଦୀଶପୁରରେ ଶନିବାର ୭୭,୭୦୦ ଲୋକ ଏକସଙ୍ଗେ ଭାରତୀୟ ଜାତୀୟ ପତାକା (ତ୍ରିରଙ୍ଗା) ଉଡ଼ାଇ ୧୮ ବର୍ଷ ପୂର୍ବେ ପାକିସ୍ତାନ କରିଥିବା ରେକର୍ଡକୁ ଭଙ୍ଗ...

ଡାକ୍ତରଙ୍କ ବଳିଦାନକୁ କୃତଜ୍ଞତା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଡାକ୍ତରମାନଙ୍କୁ ଭଗବାନଙ୍କ ଅନ୍ୟ ଏକ...

ବାରାମୂଳା ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଜମ୍ମୁ,୩୧ ।୭: ବାରାମୂଳାର ବିନେର ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଶନିବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି । ଏହି...

୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ନାହିଁ ଡିଜିଟାଲ ଦକ୍ଷତା…

ନୂଆଦିଲ୍ଲୀ,୧୪।୧୨ : ଏକ ସର୍ଭେ ଅନୁଯାୟୀ, ଦେଶରେ କରୋନା ମହାମାରୀ ପରେ ଚାକିରିରେ ପରିବର୍ତ୍ତନ ଯୋଗୁ ୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ଡିଜିଟାଲ ଦକ୍ଷତା ଶିଖିବାର...

ଓ୍ବାଘା ବର୍ଡରରେ ସାଧାରଣତନ୍ତ୍ର ଦିବସରେ ହେବନି କୌଣସି ସମାରୋହ

ନୂଆଦିଲ୍ଲୀ,୧୮।୧: କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌ ଓ୍ବାଘା ଅଟ୍ଟାରୀ ସୀମାରେ କୌଣସି ମିଳିତ ପରେଡ(ବିଟିଂ ରିଟ୍ରିଟ) ସମାରୋହର ଆୟୋଜନ...

ବିନା ଅନୁମତିରେ ବ୍ୟବହାର ହୋଇପାରିବନି ଅମିତାଭ ବଚ୍ଚନଙ୍କ ଫଟୋ, ସ୍ବର

ନୂଆଦିଲ୍ଲୀ,୨୫।୧୧: ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବ୍ୟକ୍ତିଗତ ଅଧିକାରର ସୁରକ୍ଷା ପାଇଁ ଦିଲ୍ଲୀ ହାଇକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିନା ଅନୁମତିରେ ଅମିତାଭ...

ଲାଲା ଲଜପତ ରାଏଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବାଧିନତା ସଂଗ୍ରାମୀ ଲାଲା ଲଜପତ ରାଏଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୋଦି କହିଛନ୍ତି ରାଷ୍ଟ୍ର...

ଏମ୍‌ଆର୍‌ଆଇ ମେଶିନରେ ରୋଗୀଙ୍କୁ ରଖି ଭୁଲିଗଲେ ଟେକ୍ନିସିଆନ୍‌

ପଞ୍ଚକୁଲା,୨୩।୯: ହରିୟାଣାର ପଞ୍ଚକୁଲାରେ ଜଣେ ବରିଷ୍ଠ ନାଗରିକଙ୍କୁ ଏମ୍‌ଆର୍‌ଆଇ ମେଶିନରେ ରଖି ଟେକ୍ନିସିଆନ ଭୁଲିଯିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ଘଟିଛି ସେକ୍ଟର...

Advertisement
Archives

Model This Week