Posted inଜାତୀୟ

‘ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ମେରି ଲାଇଫ୍‌’ ଆପ୍‌ ଉତ୍ସାହିତ କରିବ’

ନୂଆଦିଲ୍ଲୀ, ୧୫ା୫: ଜଳବାୟୀ ପରିବର୍ତ୍ତନର ମୁକାବିଲା ପାଇଁ ଯୁବବର୍ଗଙ୍କୁ ପ୍ରୋତ୍ସାହିତ କରିବାକୁ କେନ୍ଦ୍ର ସରକାର ‘ମେରି ଲାଇଫ୍‌’ ନାମରେ ଏକ ମୋବାଇଲ ଆପ୍‌ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମିଶନ ଲାଇଫ ଦ୍ୱାରା ଅନୁପ୍ରାଣିତ ଏହି ଆପ୍‌ର ମାଧ୍ୟମରେ ଅପବ୍ୟୟୀ ଉପଯୋଗ ପରିବର୍ତ୍ତେ ସଚେତନ ଉପଯୋଗକୁ ପ୍ରୋତ୍ସାହିତ କରିବା। ଏହି ଆପ୍ଲିକେଶନ ଜୀବନ ପାଇଁ ଦେଶବ୍ୟାପୀ ଏକ ଆନ୍ଦୋଳନ ସୃଷ୍ଟି କରିବ ଏବଂ ପରିବେଶ ସୁରକ୍ଷାରେ ନାଗରିକଙ୍କ ଶକ୍ତିକୁ ପ୍ରଦର୍ଶନ କରିବ ବୋଲି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ମତ ପ୍ରକାଶ କରିଛନ୍ତି। ଦେଶବ୍ୟାପୀ ମିଶନ ଲାଇଫ୍‌ କାର୍ଯ୍ୟକାରିତା ପାଇଁ ପରିବେଶ ମନ୍ତ୍ରଣାଳୟ ଏକ ସମନ୍ବୟକାରୀ କର୍ତ୍ତୃପକ୍ଷ ଭାବେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୨୩ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ପରସ୍ପରକୁ ଭେଟିଛନ୍ତି। ସଞ୍ଜୁ ସାମସନଙ୍କ…

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା ।ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ ଥିବା…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

ଅନ୍ତିମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ୍‌ ଜିତିଲା ବାଂଲାଦେଶ

ଲକ୍ଷ୍ନୌ,୨୩ା୪: ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ଓ ପରେ ମୁସ୍ତାଫିଜୁର ରହମାନଙ୍କ ୫ ଉଇକେଟ ସଫଳତା ବଳରେ ବାଂଲାଦେଶ ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ଗୁରୁତର

ଝରିଗାଁ,୨୩।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ନୂଆଁଗୁଡ଼ା ଗ୍ରାମ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ଅଳିଆ ମୁକ୍ତ ହେବ ଦାରିଙ୍ଗବାଡି

ଦାରିଙ୍ଗବାଡି,୨୩।୪(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଅଳିଆ ମୁକ୍ତ କରିବାକୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ କ୍ଲିନ ଦାରିଙ୍ଗବାଡି ଗ୍ରୀନ୍‌ ଦାରିଙ୍ଗବାଡି ଅଭିଯାନ ଆରମ୍ଭ…

ସ୍ପିଡବୋଟ, ମାସ୍କ ଏବଂ ରାଇଫଲ… ହର୍ମୁଜରେ ଭୟଙ୍କର ଦୃଶ୍ୟ: ଦେଖନ୍ତୁ ଭାରତ ଅଭିମୁଖେ ଯାଉଥିବା ଜାହାଜକୁ ଅଟକାଇବାର ଛାତିଥରା ଭିଡିଓ

ତେହରାନ,୨୩।୪: ଇରାନର ରିଭୋଲ୍ୟୁସନାରୀ ଗାର୍ଡ ଏକ ଭିଡିଓ ଜାରି କରିଛି, ଯାହା ହର୍ମୁଜ ପ୍ରଣାଳୀରେ ଭାରତ ଅଭିମୁଖେ ଯାଉଥିବା ଜାହାଜଗୁଡ଼ିକୁ ଅଟକାଇବାର ଦୃଶ୍ୟ ପ୍ରଦାନ କରୁଛି। ଫୁଟେଜରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri