Odisha Elections 2024
Posted inଜାତୀୟ

ଛାତ୍ରୀଛାତ୍ରଙ୍କ ପାଇଁ ଭାଗବତ ଗୀତା ଉପରେ ସପ୍ଳିମେଣ୍ଟାରୀ ପାଠ୍ୟପୁସ୍ତକ ଆରମ୍ଭ

ଅହମଦାବାଦ,୨୩।୧୨: ଗୁଜରାଟ ସରକାର ଆସନ୍ତା ଶିକ୍ଷାବର୍ଷରୁ ଭାଗବତ ଗୀତାକୁ ପାଠ୍ୟକ୍ରମରେ ସାମିଲ କରିବାକୁ ଯାଉଛନ୍ତି। ଏପରିକି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଭାଗବତ ଗୀତା ଉପରେ ସପ୍ଳିମେଣ୍ଟାରୀ ପାଠ୍ୟପୁସ୍ତକ ଆରମ୍ଭ ହୋଇଛି।

ଛାତ୍ରୀଛାତ୍ରଙ୍କୁ ଭାରତର ସମୃଦ୍ଧ, ବିବିଧତା ଏବଂ ପୁରାତନ ସଂସ୍କୃତି ଓ ଜ୍ଞାନବ୍ୟବସ୍ଥା ସହ ଯୋଡ଼ିବା ଲକ୍ଷ୍ୟରେ ଭାଗବତ ଗୀତାକୁ ପାଠ୍ୟକ୍ରମରେ ସାମିଲ କରାଯାଇଥିବା ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ପ୍ରଫୁଲ ପନ୍‌ଶେରିୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri