ବଢିବ ଚିନି ଦର

ନୂଆଦିଲ୍ଲୀ,୨୪।୮: ସାତ ବର୍ଷରେ ପ୍ରଥମ ଥର ପାଇଁ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇପାରନ୍ତି ଭାରତ ସରକାର। ଅକ୍ଟୋବରରୁ ଆରମ୍ଭ ହେବାକୁ ଥିବା ଚିନି ଋତୁରେ ଏହି ନିଷ୍ପତ୍ତି ନିଆଯାଇପାରେ। ଚଳିତ ବର୍ଷ କମ ବର୍ଷା ହେତୁ ଆଖୁ ଫସଲ ହ୍ରାସ ପାଇବ ବୋଲି ଆଶା କରାଯାଉଛି। ରପ୍ତାନି ଉପରେ ରୋକ୍‌ ଲଗାଇବା ସହ ଦେଶରେ ଚିନି ଦର ବଢିପାରେ ବୋଲି ଆଶଙ୍କା କରାଯାଉଛି। ତେଣୁ ମୂଲ୍ୟକୁ ନିୟନ୍ତ୍ରଣରେ ରଖିବାକୁ ସରକାର ଏହି ନିଷ୍ପତ୍ତି ନେଇପାରନ୍ତି। ୨୦୧୬ରେ ଭାରତ ସରକାର ଚିନି ରପ୍ତାନି ଉପରେ ୨୦ ପ୍ରତିଶତ ଟିକସ ଲାଗୁ କରିଥିଲେ।
ବିଶ୍ୱ ବଜାରରେ ଭାରତର ଚିନି ଉପଲବ୍ଧ ନହେଲେ ଏହାର ମୂଲ୍ୟ ନ୍ୟୁୟର୍କ ଓ ଲଣ୍ଡନରେ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri