Posted inଜାତୀୟ

ସ୍ପଷ୍ଟ କଲେ ସରକାର: ସମସ୍ତ ଦେଶବାସୀଙ୍କୁ ଦିଆଯିବ ନାହିଁ କରୋନା ଟିକା

ନୂଆଦିଲ୍ଲୀ,୧।୧୨: ସମଗ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୪୬,୨୮,୦୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩୭୬୨୧ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରିସ୍ଥଳେ କୋଭିଡ୍‌ ଟିକା କାହାକୁ ଦିଆଯିବ ଅବା ନାହିଁ ସେ ନେଇ ବିଭିନ୍ନ ମନ୍ତବ୍ୟ ପ୍ରକାଶ ପାଉଥିଲା। ଏପରିକି ଭାରତର ପ୍ରତିଟି ନାଗରିକକୁ ଏହି ଟିକା ଦିଆଯିବ ବୋଲି କୁହାଯାଉଥିଲା। ହେଲେ ଏବେ କରୋନା ଟିକାକରଣ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଏବଂ ଆଇସିଏମ୍‌ଆର୍‌ ଡିଜି ରାଜେଶ ଭୂଷଣ କହିଛନ୍ତି, ସାରା ଦେଶର ଲୋକଙ୍କୁ ଟିକା ଦିଆଯିବ ବୋଲି କୁହାଯାଇନାହିଁ। କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ଆମ ସମସ୍ତଙ୍କର ଲକ୍ଷ୍ୟ। ଏଣୁ ନିର୍ଦ୍ଦିଷ୍ଟ ବର୍ଗର ଲୋକଙ୍କୁ ଟିକା ଦିଆଯିବ। ଯଦି ଏଥିରେ ସଫଳ ହେଲୁ ତେବେ ସମସ୍ତଙ୍କୁ ଟିକା ଦେବାକୁ ପଡ଼ିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri