କରୋନା ଟିକା ମୃତ୍ୟୁ ପାଇଁ ସରକାର ଦାୟୀ ନୁହନ୍ତି : ସୁପ୍ରିମ୍‌କୋର୍ଟରେ ସରକାରଙ୍କ ସତ୍ୟପାଠ…

ନୂଆଦିଲ୍ଲୀ,୨୯।୧୧ : କରୋନା ଟିକା ମୃତ୍ୟୁର ଦାୟିତ୍ୱ ସରକାର ନେବାକୁ ମନା କରିଛନ୍ତି। ଏନେଇ କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଟିକାନେଇ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କ ପ୍ରତି ସରକାରଙ୍କ ସମବେଦନା ରହିଛି। କିନ୍ତୁ ଟିକା ନେବାପରେ କୌଣସି ପ୍ରତିକୂଳ କାରଣ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପାଇଁ ସରକାର ଦାୟୀ ନୁହନ୍ତି।

ଟିକାନେବା ଯୋଗୁ ଗତ ୨୦୨୧ରେ ମୃତ୍ୟୁ ଘଟିଥିବା ଦୁଇ ଯୁବତୀଙ୍କ ମାମଲାର ବିଚାର ସମୟରେ କେନ୍ଦ୍ର ସରକାର ଏଭଳି ସତ୍ୟପାଠ ଦାଖଲ କରିଛନ୍ତି। ଦୁଇ ଯୁବତୀଙ୍କ ପରିବାର ସଦସ୍ୟ ଏନେଇ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇ ସ୍ବତନ୍ତ୍ର ଯାଞ୍ଚ୍‌ ପାଇଁ ଆବେଦନ କରିଥିଲେ। ଟିକା ନେବା ପରେ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ଦ୍ୱାରା ହେଉଥିବା ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ ଉପରେ ଦାବି କରାଯାଇଥିଲା। ଏନେଇ ବିଶେଷଜ୍ଞଙ୍କ ନିର୍ଦ୍ଦେଶ ଦେବାକୁ ଉଲ୍ଲେଖ କରାଯାଇଥିଲା। ଏହି ମାମଲାରେ ଶୀର୍ଷକୋର୍ଟ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ଲୋଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri