Posted inଜାତୀୟ

ସରକାର ସବ୍‌କା ସାଥ୍‌ ନାହାନ୍ତି, କେବଳ ବ୍ରିଜ ଭୁଷଣଙ୍କ ସହିତ ଅଛନ୍ତି: ସିବଲଙ୍କ କଟାକ୍ଷ…

ନୂଆଦିଲ୍ଲୀ,୩।୬ : ଦେଶର କୁସ୍ତିଯୋଦ୍ଧାମାନେ ସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ଇସ୍ତଫା ଦାବି କରୁଛନ୍ତି। ବର୍ତ୍ତମାନ ରାଜ୍ୟସଭା ଏମପି କପିଲ ସିବଲ ବ୍ରିଜ ଭୂଷଣ ଶରଣ ସିଂ ମାମଲାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିବଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାର ନୀରବତା ଉପରେ ପ୍ରଶ୍ନ ଉଠାଇ କହିଛନ୍ତି । କୁସ୍ତିଯୋଦ୍ଧାମାନଙ୍କ ଦ୍ୱାରା ଯୌନ ଉତ୍ପୀଡ଼ନ ଅଭିଯୋଗ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା କାହିଁକି ଚୁପ ଅଛନ୍ତି ? କିନ୍ତୁ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଆସିଥିବା ଅଭିଯୋଗ ଏହି ଘଟଣାର ତଦନ୍ତ ପାଇଁ ଯଥେଷ୍ଟ।

ସୁପ୍ରିମକୋର୍ଟରେ କୁସ୍ତିଯୋଦ୍ଧାଙ୍କ ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଡଭୋକେଟ ସିବଲ ଟୁଇଟରରେ ଲେଖିଛନ୍ତି ଏହି ଘଟଣାର ଅନୁସନ୍ଧାନ କରୁଥିବା ଲୋକଙ୍କ ପାଇଁ ବାର୍ତ୍ତା ଯଥେଷ୍ଟ। ବ୍ରିଜ ଭୂଷଣ ସିଂଙ୍କ ବିରୋଧରେ ପ୍ରମାଣ କ୍ରମାଗତ ଭାବେ ବୃଦ୍ଧି ପାଉଛି, ତାଙ୍କ ବିରୋଧରେ କ୍ରୋଧ ମଧ୍ୟ ବଢୁଛି, କିନ୍ତୁ ଏହା ପରେ ମଧ୍ୟ ତାଙ୍କୁ ଗିରଫ କରାଯାଇ ନାହିଁ ଏବଂ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାଜପା ଏବଂ ଆରଏସଏସ ଚୁପ ଅଛନ୍ତି। ଏଥିରୁ ଜଣାପଡୁଛି ସରକାର ସବ୍‌କା ସାଥ୍‌ ନାହାନ୍ତି, କେବଳ ବ୍ରିଜ ଭୁଷଣଙ୍କ ସହିତ ଅଛନ୍ତି ବୋଲି ସେ କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri