Posted inଜାତୀୟ

ପୁଣି ୪୩ଟି ଆପ୍‌ସ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୪।୧୧: ପୁଣି ୪୩ ମୋବାଇଲ ଆପ୍‌ସ ବ୍ୟାନ କରିଛନ୍ତି କେନ୍ଦ୍ର ସରକାର। ଧାରା ୬୯ଏ ଅନୁଯାୟୀ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଦେଶର ସୁରକ୍ଷା, ସାର୍ବଭୌମତ୍ୱ, ଗୋପନୀୟତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଆଇଟି ବିଭାଗ ବ୍ୟାନ କରିଛି। ଏବେ ଏହି ଆପ୍‌ସଗୁଡିକ ଭାରତରେ ବ୍ୟବହାର ହୋଇପାରିବ ନାହିଁ। ପୂର୍ବରୁ ମଧ୍ୟ ସରକାର ୧୭୭ଟି ଚାଇନା ଆପ୍‌ସ ବ୍ୟାନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷର ପ୍ରତୀକ୍ଷା ପରେ ସେନାକୁ ମିଳିବ ଆସଲ୍ଟ ରାଇଫଲ୍‌: ଖର୍ଚ୍ଚ ହେବ ୬୩୮ କୋଟି

ନୂଆଦିଲ୍ଲୀ,୧୪।୧୨: ଭାରତୀୟ ସେନାକୁ ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ୨୦୨୦ ଫେବୃୟାରୀରେ ଆମେରିକାରେ ନିର୍ମିତ ଆସଲ୍ଟ ରାଇଫଲ୍‌ ମିଳିବ। ପ୍ରଥମ ପର୍ଯ୍ୟାୟରେ ଆମେରିକା କମ୍ପାନୀ...

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ...

ଭାରତ ପାଇଁ କରୋନା ଟାଇମ୍‌ ବମ୍‌ ପାଲଟିଲା ନିଜାମୁଦ୍ଦିନ୍‌ର ଧାର୍ମିକ ସମାବେଶ

ନିଜାମୁଦ୍ଦିନ୍‌,୩୧।୩: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ମରକଜ୍‌ ତବଲିଗି ଜମାତ୍‌ ଧାର୍ମିକ ସମାବେଶ ଭାରତ...

ରାଜଧାନୀରୁ ବାବର ଖାଲ୍‌ସା ଆତଙ୍କବାଦୀ ଗିରଫ: ଟାର୍ଗେଟରେ ଥିଲେ ରାଜନେତା

ନୂଆଦିଲ୍ଲୀ, ୭।୯: ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସାର ୨ ସଦସ୍ୟଙ୍କୁ ରାଜଧାନୀ ଦିଲ୍ଲୀରୁ ସୋମବାର ଗିରଫ କରାଯାଇଛି। ଦୁଇ ଆତଙ୍କବାଦୀ ଦିଲାଓ୍ବର ସିଂ ଏବଂ କିଲଓ୍ବନ୍ତ...

କର୍ନାଟକରେ ୧୨ ଜୁନ୍‌ରେ ହେବ କ୍ୟାବିନେଟ ସମ୍ପ୍ରସାରଣ

ବେଙ୍ଗାଲୁର,୮।୬: କର୍ନାଟକରେ ଆସନ୍ତା ୧୨ ଜୁନ୍‌ରେ କ୍ୟାବିନେଟ୍‌ ସମ୍ପ୍ରସାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ସୂଚନା ଦେଇଛନ୍ତି। ଏଥିଲାଗି ସେ ୧୨ ତାରିଖରେ ହିଁ...

ପ୍ରଧାନମନ୍ତ୍ରୀ ପଞ୍ଜାବର ଅପମାନ କରିଛନ୍ତି: ସିଦ୍ଧୁ

ଚଣ୍ଡିଗଡ଼,୭ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ନେଇ ଲଗାତାର ଭାବେ ରାଜନୈତିକ ସରଗରମ ଲାଗି ରହିଛି । ଇତିମଧ୍ୟରେ ଶୁକ୍ରବାର ପଞ୍ଜାବ ପ୍ରଦେଶ...

ବୈଦେଶିକ ନୀତି ଉପରେ ସହମତି ବିଶ୍ୱସ୍ତରର ମଞ୍ଚ ଉପରେ ହେବା ଭାରତ ପାଇଁ ଭଲ: ମୋଦି

ନୂଆଦିଲ୍ଲୀ,୭ ।୪: ୟୁକ୍ରେନର ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲୋକ ସଭାରେ ହୋଇଥିବା ଆଲୋଚନାର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଉଚ୍ଚ...

ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ନେଲେ ତାମିଲିସାଇ

ହାଇଦ୍ରାବାଦ,୮।୯: ତାମିଲିସାଇ ସୁନ୍ଦରରାଜନ ରବିବାର ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପେଶାରେ ତାମିଲିସାଇ ଜଣେ ଡାକ୍ତର ହୋଇଥିବା ବେଳେ ସେ ତେଲେଙ୍ଗାନାର ପ୍ରଥମ...

Advertisement
Archives

Model This Week