Posted inଜାତୀୟ

ଦୁଇ ମାସ ମାଗଣାରେ ମିଳିବ ରାସନ

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏଥିରେ ପ୍ରଭାବିତ ହେଉଥିବା ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି। ଫଳରେ ଗରିବ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅଧୀନରେ ମେ’ ଓ ଜୁନ୍‌ ମାସ୍‌ ପାଇଁ ମାଗଣା ଖାଦ୍ୟଶସ୍ୟ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ତଦନୁଯାୟୀ ଗରିବ ଲୋକମାନଙ୍କୁ ୫ କିଲୋଗ୍ରାମ ମାଗଣା ରାସନ ଯୋଗାଇ ଦିଆଯିବ। ପ୍ରାୟ ୮୦ କୋଟି ହିତାଧିକାରୀ ଏହାଦ୍ୱାରା ଲାଭବାନ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିପାଇଁ ୨୬ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ଟେନ୍‌ସନ; ୧୭ ନଭେମ୍ବରରେ ଭେଟାଭେଟି ହେବେ ମୋଦି-ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ, ୫।୧୦: ଭାରତ ଓ ଚାଇନା ମଧ୍ୟରେ କିଛି ମାସ ହେବ ଲାଗି ରହିଥିବା ସୀମା ବିବାଦକୁ ହ୍ରାସ କରିବା ଲାଗି ଉଦ୍ୟମ ଜାରି ରହିଛି।...

ପ୍ରଧାନମନ୍ତ୍ରୀଙ୍କ ମନ୍‌ କୀ ବାତ୍‌ର ଦ୍ୱିତୀୟ ସଂସ୍କରଣ: ଜଳ ସଂରକ୍ଷଣ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୧ା୭(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ରବିବାର ଆରମ୍ଭ କରିଛନ୍ତି। ଏହି ସଂସ୍କରଣର ପ୍ରଥମ ଅଭିଭାଷଣରେ ସେ ଦେଶବାସୀଙ୍କୁ...

ବର୍ଷା, ଶୀତ ବଢ଼ାଉଛି ଲା ନିନା

ନୂଆଦିଲ୍ଲୀ, ୨୯।୧୨ : କ୍ରମାଗତ ଦୁଇବର୍ଷ ହେଲା ଭାରତର ପାଣିପାଗକୁ ପ୍ରଭାବିତ କରିବାରେ ଲା ନିନା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସୁଛି। ଫଳରେ ଏଠାରେ ସ୍ବାଭାବିକଠାରୁ...

୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

କେନ୍ଦ୍ରୀୟ ମନ୍ତ୍ରୀ କରୋନା ପଜିଟିଭ୍‌

କାନପୁର,୨୮।୧୧: କେନ୍ଦ୍ରୀୟ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ତଥା ଫତେହପୁର ଏମ୍‌ପି ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ନିଶ୍ୱାସ ନେବାରେ କଷ୍ଟ...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା

ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ...

କାଚ ଖାଇ ବଞ୍ଚୁଛନ୍ତି ଓକିଲ ବାବୁ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କାଚ ଖାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

Advertisement
Archives

Model This Week