Posted inଜାତୀୟ

ସବୁ ଜିଲାରେ ସ୍ଥାପନ ହେବ ବୃଦ୍ଧାଶ୍ରମ

ନୂଆଦିଲ୍ଲୀ,୬।୬: ଦେଶର ପ୍ରତି ଜିଲାରେ ବୃଦ୍ଧାଶ୍ରମ ସ୍ଥାପନ କରିବା ଲାଗି କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ସ୍ଥାନୀୟ ଏନ୍‌ଜିଓଗୁଡ଼ିକୁ ସାଙ୍ଗରେ ନେଇ ଜରା ନିବାସ ନିର୍ମାଣ ନିମନ୍ତେ ୨୫୦ଟି ଜିଲା ଚିହ୍ନଟ ହୋଇଥିବା ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୮ ବର୍ଷ ମଧ୍ୟରେ ମନ୍ତ୍ରଣାଳୟ ବିଭିନ୍ନ ପଦକ୍ଷେପ ନେଇଥିବା ସୋମବାର ବିଭାଗୀୟ ମନ୍ତ୍ରୀ ବୀରେନ୍ଦ୍ର କୁମାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ମେଧାବୃତ୍ତି ଯୋଜନାରେ ସଂସ୍କାର ଅଣାଯାଇଛି। ଛାତ୍ରୀଛାତ୍ରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଅର୍ଥ ସିଧାସଳଖ ପଠାଯାଉଥିବା ମନ୍ତ୍ରଣାଳୟର ଜଣେ ଅଧିକାରୀ କହିଛନ୍ତି। ନିଯୁକ୍ତି ଚାହୁଁଥିବା ବରିଷ୍ଠ ନାଗରିକଙ୍କୁ କାମଧନ୍ଦା ଯୋଗାଇବା ପାଇଁ ସିନିୟର ଏବଲ୍‌ ସିଟିଜେନ୍ସ ଫର୍‌ ରିଏମ୍ପ୍ଲୟମେଣ୍ଟ ଇନ୍‌ ଡିଗ୍ନିଟି (ଏସ୍‌ଏସିଆର୍‌ଇଡି) ପୋର୍ଟାଲ ଏବଂ ୯ଟି ଷ୍ଟାର୍ଟଅପ୍‌କୁ ନିୟୋଜିତ କରାଯାଇଥିବା ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri