ବନ୍ଦ ହେବନି ସରକାରୀ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ।
ଏନେଇ ମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖରେ ସେମାନଙ୍କର ଅଭ୍ୟାସ ପରୀକ୍ଷା ଅଛି। ରାଜ୍ୟ ସରକାର ସମସ୍ତ ଏସ୍‌ଓପି ମାନି କ୍ଲାସ ଚଳାଇଛନ୍ତି। ତେଣୁ ସ୍କୁଲ ବନ୍ଦ ହେବ ନାହିଁ ।

ସୂଚନାଯୋଗ୍ୟ, ରବିବାର ରାଜ୍ୟର ୩ଟି ଶିକ୍ଷାନୁଷ୍ଠାନରୁ ୩୦ରୁ ଅଧିକ ଆକ୍ରାନ୍ତ ବାହାରିବାରୁ ଭୟଭୀତ ହୋଇପଡ଼ିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ। ଭୁବନେଶ୍ୱର ମୈତ୍ରୀବିହାରସ୍ଥିତ ଆଲେନ ଇନଷ୍ଟିଚ୍ୟୁଟ୍‌ରୁ ୨୦ ଆକ୍ରାନ୍ତ ବାହାରିଥିବା ବେଳେ ଜଟଣିସ୍ଥିତ ଆଇଆଇଟି ଇନଷ୍ଟିଚ୍ୟୁଟରୁ ୧୦ ଓ ରାଉରକେଲା ଏନ୍‌ଆଇଟିରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହେଲେ ସରକାରୀ ଶିକ୍ଷାନୁଷ୍ଠାନରୁ କେହି ପଜିଟିଭ ଚିହ୍ନଟ ହୋଇ ନ ଥିବାରୁ ଏହାକୁ ବନ୍ଦ କରିବା ଆବଶ୍ୟକ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?