Posted inଜାତୀୟ

କୃଷକ ଆନ୍ଦୋଳନ: ଖଲିସ୍ତାନ-ପାକିସ୍ତାନ ଲିଙ୍କ ଥିବା ୧୧୭୮ ଟୁଇଟର ଆକାଉଣ୍ଟକୁ ବନ୍ଦ କରିବାକୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୮ ।୨: କୃଷକ ଆନ୍ଦୋଳନକୁ ନେଇ ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭୁଲ ତଥ୍ୟ ଯାଉଥିବା ଅଭିଯୋଗ ଆସୁଛି । ଏବେ କେନ୍ଦ୍ର ସରକାର ଟୁଇଟରକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରାୟ ୧୧୭୮ ପାକିସ୍ତାନ-ଖଲିସ୍ତାନ ଲିଙ୍କ ଥିବା ଟୁଇଟର ଆକାଉଣ୍ଟକୁ ବନ୍ଦ କରିବାକୁ । ଯେଉଁଥିରେ କୃଷକ ଆନ୍ଦୋଳନକୁ ନେଇ ଭୁଲ ତଥ୍ୟ ଓ ଉସକାଇବା ଭଳି ପୋଷ୍ଟ ଶେୟାର କରାଯାଉଛି । ହେଲେ ଟୁଇଟର ପକ୍ଷରୁ ଏପର୍ଯ୍ୟନ୍ତ ଏହି ନିର୍ଦ୍ଦେଶକୁ ପାଳନ କରାଯାଇ ନାହିଁ ବୋଲି ସୂତ୍ରରୁ ଜଣାପଡିଛି । କିଛିଦିନ ପୂର୍ବରୁ ମଧ୍ୟ ସରକାର ଟୁଇଟରକୁ ୨୫୦ ଏଭଳି ଆକାଉଣ୍ଟକୁ ବନ୍ଦ କରିବାକୁ କହିଥିଲେ । ଏହି ଆକାଉଣ୍ଟ ମାଧ୍ୟମରେ ଭୁଲ ତଥ୍ୟ ଯିବା ସହ ‘କୃଷକ ନରସହାର’ ଭଳି ହ୍ୟାସଟ୍ୟାଗ ବ୍ୟବହାର କରାଯାଇଥିଲା । ଟୁଇଟରକୁ ଏହି ନୋଟିସ ଗତ ସପ୍ତାହରେ ଦିଆଯାଇଥିଲା । ଗୃହ ମନ୍ତ୍ରଣାଳୟର ଏକ ରିପୋର୍ଟ ପରେ ଆଇଟି ମନ୍ତ୍ରଣାଳୟ ଦ୍ୱାରା ଏହି ଦାବି କରାଯାଇଥିଲା । ଏସବୁ ଆକାଉଣ୍ଟକୁ ବନ୍ଦ କରିବାକୁ ଏଥିପାଇଁ ନିର୍ଦ୍ଦେଶ ଦିଆଯାଇଥିଲା କି କୃଷକ ଆନ୍ଦୋଳନ ମଝିରେ ଏହା ଲୋକଙ୍କ ପାଇଁ ଅସୁବିଧା ସୃଷ୍ଟି କରିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶ ଜିଲା ସଂଖ୍ୟା ଦୁଇଗୁଣା, ୧୩ ରୁ୨୬ କୁ ବୃଦ୍ଧି…

ହାଇଦ୍ରାବାଦ୍‌, ୪।୪ : ଆନ୍ଧ୍ରପ୍ରଦେଶର ଜିଲ୍ଲା ସଂଖ୍ୟା ସୋମବାରଠାରୁ ଦୁଇଗୁଣା ହୋଇ ୧୩ ରୁ ୨୬କୁ ବୃଦ୍ଧି ପାଇବ। ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା...

ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ହରିଶ ରାୱତ

ଡେରାଡୁନ,୨୮ ।୧: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଶୁକ୍ରବାର ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି...

ପ୍ରବାସୀଙ୍କ ପରେ ଏବେ ଏହି ଅନାଥ ଶିଶୁଙ୍କ ଦାୟିତ୍ୱ ନେବେ ସୋନୁ

ମୁମ୍ବାଇ: ଦେଶରେ ଜାରି ରହିଥିବା କରୋନା ଲକ୍‌ଡାଉନ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ପ୍ରବାସୀଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ...

ଭାରତରେ ନିର୍ମାଣ ହେବ ୩୦୦ ଅସ୍ତ୍ରଶସ୍ତ୍ର-ଡିଫେନ୍ସ ସିଷ୍ଟମ୍‌…

ନୂଆଦିଲ୍ଲୀ, ୭।୪ : ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଦିଗରେ ଏକ ନୂତନ ପଦକ୍ଷେପ ଗ୍ରହଣ କରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୁରୁବାର ପ୍ରତିରକ୍ଷା ସାମଗ୍ରୀର...

୭ମାସ ପରେ ଖୋଲିଲା ସ୍କୁଲ

ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ...

ଜନ୍ମଦିନ କେକ୍‌ ଆଣିବାକୁ ଯାଇଥିଲେ ଦୁଇଭାଇ, ପଛରୁ ଗୋଡ଼ାଇଲା ବାଘ; ଆଉ ତା’ ପରେ…

ଭୋପାଳ,୨ା୭: ମଧ୍ୟପ୍ରଦେଶରେ ଜନ୍ମଦିନ ପାଇଁ ମଗାଯାଇଥିବା ଏକ କେକ୍‌ କିଛି ଲୋକଙ୍କ ଜୀବନ ବଞ୍ଚାଇଦେଇଛି। ଶୁଣି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ। ମଧ୍ୟପ୍ରଦେଶର ବୁରାହାନପୁରରେ ଫିରୋଜଙ୍କ...

ଜାଣନ୍ତି ଭାରତର କେଉଁ ସହରରେ ଲାଗିଥିଲା ପ୍ରଥମ ଷ୍ଟ୍ରିଟ୍‌ ଲାଇଟ୍‌

ବେଙ୍ଗାଲୁରୁ,୨୧ା୧୨: ସମୟ ଥିଲା ଲୋକେ ବିଜୁଳି ଆଲୁଅ କ’ଣ ଜାଣି ନ ଥିଲେ କି ଦେଖି ନ ଥିଲେ। ବର୍ତ୍ତମାନ ସମୟରେ କାଁ ଭାଁ ଅଞ୍ଚଳକୁ...

କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…

ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ...

Advertisement
Archives

Model This Week