Posted inଜାତୀୟ

ଗଙ୍ଗାକୂଳରେ ୨୪୦୦ ଡ୍ରେନର ଜିଓ ଟ୍ୟାଗିଂ କରିବେ ସରକାର: ଜଣାପଡ଼ିବ ପ୍ରଦୂଷଣସ୍ତର…

ବାରାଣସୀ,୨୧।୫ : ଗଙ୍ଗା ନଦୀ କୂଳରେ ଆବର୍ଜନା ପକାଇବା କାରଣରୁ ପ୍ରଦୂଷଣ ସ୍ତରର ବୃଦ୍ଧି ବିଷୟରେ ଜାଣି ସରକାର ନଦୀ କୂଳରେ ଅବସ୍ଥିତ ୪ ହଜାର ଗାଁର ପ୍ରାୟ ୨୪୦୦ ଡ୍ରେନ ମରାମତି କରିବାକୁ ଯାଉଛନ୍ତି।
ଏଥିରେ ’ଜିଓ ଟ୍ୟାଗିଂ’ କରାଯାଇ କଠିନ ବର୍ଜ୍ୟବସ୍ତୁ ଡ୍ରେନ ଦେଇ ପ୍ରବାହିତ ନ ହେବା ପାଇଁ ଡିଭାଇସ ’ଆରେଷ୍ଟର୍‌ ସ୍କ୍ରିନ’ ସଂସ୍ଥାପନ କରାଯିବ।

ଗତ ମାସରେ ଗଙ୍ଗା ନଦୀ ଉପରେ ସଶକ୍ତୀକରଣ ଟାସ୍କ ଫୋର୍ସର ଏକାଦଶ ବୈଠକର ଡକ୍ୟୁମେଣ୍ଟରୁ ଏହି ସୂଚନା ମିଳିଛି। ବୈଠକରେ ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଯୋଗନେଦଇ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏ ବାବଦରେ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟରୁ ମଧ୍ୟ ସେ ସହଯୋଗ ଲୋଡିଛନ୍ତି।
ଏଥିରେ ଦର୍ଶାଯାଇଛି ଜିଓ ଟ୍ୟାଗ ହୋଇଥିବା ଡ୍ରେନଗୁଡିକ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା / ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ସ୍ବଚ୍ଛ ଭାରତ ମିଶନ ଗ୍ରାମୀଣ -୨ ସହିତ ଅଂଶୀଦାର କରାଯିବ। ଯାହାଫଳରେ କଠିନ ବର୍ଜ୍ୟବସ୍ତୁ ନଦୀରେ ପ୍ରବାହିତ ନ ହେବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri