Posted inଜାତୀୟ

ଆଦିବାସୀ ଛାତ୍ରୀଛାତ୍ରଙ୍କୁ ମିଳିବ ସେମିକଣ୍ଡକ୍ଟର ପ୍ରଯୁକ୍ତି ତାଲିମ

ନୂଆଦିଲ୍ଲୀ,୭।୩: କେନ୍ଦ୍ର ସରକାର ବେଙ୍ଗାଲୁରୁର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ସହଯୋଗରେ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ସେମିକଣ୍ଡକ୍ଟର ପ୍ରଯୁକ୍ତି ପ୍ରଶିକ୍ଷଣ ଯୋଗାଇଦେବେ ବୋଲି ଆଦିବାସୀ ବ୍ୟାପାର ମନ୍ତ୍ରୀ ଅଜୁର୍ନ ମୁଣ୍ଡା କହିଛନ୍ତି।

ଏହା ବ୍ୟତୀତ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସହ ଭାଗିଦାରୀରେ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ସାଟେଲାଇଟ୍‌ ଭିତ୍ତିକ ଟେକ୍‌ନୋଲୋଜି ବ୍ୟବହାର ପାଇଁ ଯୋଜନା କରିଛି।

ଅପହଞ୍ଚ ଆଦିବାସୀ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟନେଟ୍‌ ସଂଯୋଗରେ ଉନ୍ନତି ପାଇଁ ପାଇଲଟ୍‌ ଭିତ୍ତିରେ ଏହାକୁ ବ୍ୟବହାର କରାଯିବ। ସରକାର ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ଆଇଏସ୍‌ଏମ୍‌) ଆରମ୍ଭ କରିଥିବାରୁ ଆଗାମୀ ବର୍ଷରେ ଏହି ଶିଳ୍ପରେ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri