ଅଗଷ୍ଟ ପର୍ଯ୍ୟନ୍ତ ଇପିଏଫ୍‌ ଯୋଗଦାନ ଦେବେ ସରକାର

ନୂଆଦିଲ୍ଲୀ,୮।୭ : କମ୍ପାନୀ ଏବଂ କର୍ମଚାରୀଙ୍କ ଫାଇଦା ଲାଗି ସରକାରଙ୍କ ପକ୍ଷରୁ ୨୪% ଇପିଏଫ୍‌ ଯୋଗଦାନକୁ ମଧ୍ୟ କ୍ୟାପିନେଟ ମଞ୍ଜୁରୀ ପ୍ରଦାନ କରିଛି। ଅନ୍ତତଃ ପକ୍ଷେ ୧୦୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିଥିବା ସଂସ୍ଥା ଏବଂ ୯୦% କର୍ମଚାରୀଙ୍କ ବେତନ ୧୫ ହଜାରରୁ କମ୍‌ ହୋଇଥିଲେ ଏହି ସୁବିଧାର ଲାଭ ଉଠାଇହେବ। ସେହି କମ୍ପାନୀଗୁଡିକର ଇପିଏଫ୍‌ ଯୋଗଦାନ ସରକାର କରିବେ। ଚଳିତ ବର୍ଷ ମାର୍ଚ୍ଚରୁ ଅଗଷ୍ଟ ସମୟ ଅବଧି ପାଇଁ କମ୍ପାନୀଗୁଡିକ ଲାଗି ଏଭଳି ସୁବିଧା ରହିଛି। ଚଳିତ ବର୍ଷ ମେ ମାସରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏ ନେଇ ଘୋଷଣା କରିଥିଲେ। ୩.୬୩ ଲକ୍ଷ ସଂସ୍ଥା ଏବଂ ୭୨.୨୨ ଲକ୍ଷ କର୍ମଚାରୀ ଏହାଦ୍ୱାରା ଲାଭବାନ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦୦ କୋଟିର ରିଫଣ୍ଡ ଦେଇଛି ଇଣ୍ଡିଗୋ

ନୂଆଦିଲ୍ଲୀ: କୋଭିଡ୍‌ ଯୋଗୁ ଲୋକମାନେ ବିମାନ ଯାତ୍ରା କରିବାକୁ ସକ୍ଷମ ହୋଇ ନ ଥିଲେ। ପୂର୍ବରୁ ବୁକିଂ ହୋଇଥିବା ଟିକେଟର ରିଫଣ୍ଡ ବିମାନ କମ୍ପାନୀଗୁଡିକୁ ତୁରନ୍ତ...

ଥାଳି ବାଡ଼େଇ ପ୍ରତିବାଦ କରିବେ ଖୁଚୁରା ବ୍ୟବସାୟୀ

ନୂଆଦିଲ୍ଲୀ,୧୯।୪: ଲକ୍‌ଡାଉନ ସମୟରେ ଇ-କସର୍ମ ସାଇଟରେ ଜରୁରୀ ବିକ୍ରି ନେଇ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ଦେଶର ଖୁଚୁରା ବ୍ୟବସାୟୀମାନେ ବିରୋଧ କରିଥିବା ଦେଖାଯାଇଛି।...

ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍‌ସିଏଲ୍‌ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ

  ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ...

ବଜେଟ ପୂର୍ବରୁ ଉଦ୍ୟୋଗ ଜଗତକୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୯-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ଦେଶର ପ୍ରମୁଖ ଉଦ୍ୟୋଗ ସଂଗଠନଗୁଡ଼ିକର ପ୍ରତିନିଧିଙ୍କୁ ଭେଟିବେ। ଆସନ୍ତା ୧୧ରେ ହେବାକୁ...

୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ସୁନା

ନୂଆଦିଲ୍ଲୀ,୨୧।୭: ଅନ୍ତର୍ଜାତୀୟ ବଜାରରେ ମଙ୍ଗଳବାର ସୁନା ଦର ୯ ବର୍ଷର ରେକର୍ଡ ଉଚ୍ଚ ସ୍ତରରେ ରହିଛି। ନୂଆଦିଲ୍ଲୀରେ ଏହା ମଙ୍ଗଳବାର ୧୯୨ ଟଙ୍କା ବୃଦ୍ଧି ହୋଇଥିବା...

ଭାରତୀୟ ଛାତ୍ରୀଛାତ୍ରଙ୍କୁ ଫାଇଦା; ବ୍ରିଟେନରେ ପଢ଼ିବା ପରେ ମିଳିବ ଓ୍ବାର୍କ ଭିଜା

ନୂଆଦିଲ୍ଲୀ,୧୨-୯: ବ୍ରିଟେନରେ ପାଠପଢ଼ୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ମୁଣ୍ଡବ୍ୟଥା କମାଇ ଦେଇଛି ସେଠା ସରକାର। ଏଣିକି ବ୍ରିଟେନରେ ଅଧ୍ୟୟନରତ ବିଦେଶୀ ଛାତ୍ରୀଛାତ୍ରଙ୍କୁ ପାଠପଢ଼ିବା ପରେ ୨ ବର୍ଷ...

୧୨ଶହ କୋଟିର ଜାଲିଆତି ଧରାପଡ଼ିଲା

ନୂଆଦିଲ୍ଲୀ,୧୧।୭: ଆନ୍ଧ୍ରପ୍ରଦେଶର ଅଗ୍ରଣୀ ଘରୋଇ ସଂସ୍ଥା ରାମ୍‌କୀ ଗ୍ରୁପ୍‌ ଅଫ୍‌ କମ୍ପାନିଜ୍‌ ପ୍ରାୟ ୧୨୦୦ କୋଟିର ମିଥ୍ୟା ଦସ୍ତାବିଜ ପ୍ରସ୍ତୁତ କରି ଟିକସ ଫାଙ୍କିବା ପାଇଁ ବାଟ...

ପାସେଞ୍ଜର ଯାନର ରିଟେଲ ବିକ୍ରି ୧୧% ବୃଦ୍ଧି

ନୂଆଦିଲ୍ଲୀ,୨୦-୧୧: ଚଳିତ ବର୍ଷ ଅକ୍ଟୋବରରେ ପାସେଞ୍ଜର ଯାନର ରିଟେଲ ବିକ୍ରିରେ ୧୧% ବୃଦ୍ଧି ଘଟି ୨.୪୮ ଲକ୍ଷ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟ...

Advertisement


Archives

Model This Week