ଅଗଷ୍ଟ ପର୍ଯ୍ୟନ୍ତ ଇପିଏଫ୍‌ ଯୋଗଦାନ ଦେବେ ସରକାର

ନୂଆଦିଲ୍ଲୀ,୮।୭ : କମ୍ପାନୀ ଏବଂ କର୍ମଚାରୀଙ୍କ ଫାଇଦା ଲାଗି ସରକାରଙ୍କ ପକ୍ଷରୁ ୨୪% ଇପିଏଫ୍‌ ଯୋଗଦାନକୁ ମଧ୍ୟ କ୍ୟାପିନେଟ ମଞ୍ଜୁରୀ ପ୍ରଦାନ କରିଛି। ଅନ୍ତତଃ ପକ୍ଷେ ୧୦୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିଥିବା ସଂସ୍ଥା ଏବଂ ୯୦% କର୍ମଚାରୀଙ୍କ ବେତନ ୧୫ ହଜାରରୁ କମ୍‌ ହୋଇଥିଲେ ଏହି ସୁବିଧାର ଲାଭ ଉଠାଇହେବ। ସେହି କମ୍ପାନୀଗୁଡିକର ଇପିଏଫ୍‌ ଯୋଗଦାନ ସରକାର କରିବେ। ଚଳିତ ବର୍ଷ ମାର୍ଚ୍ଚରୁ ଅଗଷ୍ଟ ସମୟ ଅବଧି ପାଇଁ କମ୍ପାନୀଗୁଡିକ ଲାଗି ଏଭଳି ସୁବିଧା ରହିଛି। ଚଳିତ ବର୍ଷ ମେ ମାସରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏ ନେଇ ଘୋଷଣା କରିଥିଲେ। ୩.୬୩ ଲକ୍ଷ ସଂସ୍ଥା ଏବଂ ୭୨.୨୨ ଲକ୍ଷ କର୍ମଚାରୀ ଏହାଦ୍ୱାରା ଲାଭବାନ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଓ୍ବାଲେଟ କଓ୍ବୋଇସି; ୬ ମାସ ସମୟ ବଢ଼ାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୧-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ମୋବାଇଲ ଓ୍ବାଲେଟ ଲାଗି କଓ୍ବୋଇସି(ନୋ ୟୋର କଷ୍ଟମର) ଦାଖଲ କରିବା ସମୟସୀମାକୁ ଆହୁରି ୬ ମାସ ବଢ଼ାଇ ଦେଇଛି। ପୂର୍ବରୁ...

ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ...

ଆୟକର ରିଟର୍ନ ଦାଖଲ ଶେଷ ତାରିଖ ବଢ଼ିନି

ନୂଆଦିଲ୍ଲୀ,୩୧-୮: ଆୟକର ରିଟର୍ନ ଦାଖଲର ଶେଷ ତାରିଖ ବଢ଼ିନାହିଁ ବୋଲି ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ଶୁକ୍ରବାର ସ୍ପଷ୍ଟ କରିଛି। ତେବେ ସୋସିଆଲ ମିଡିଆରେ...

ଓପନ ଓ୍ବାର୍କ ପରିମିଟ ଘୋଷଣା କଲେ କାନାଡା ସରକାର : ଭାରତୀୟଙ୍କ ପାଇଁ ସୁଯୋଗ…

ଓଟଓ୍ବା/ନୂଆଦିଲ୍ଲୀ,୩।୧୨ : କାନାଡାର ଓପନ ୱାର୍କ ପରିମିଟ (ଓଡବ୍ଲୁପି) ଧାରକମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ବାସ୍ତବରେ ସରକାର ଖୋଲା କାର୍ଯ୍ୟ ଅନୁମତି ବିସ୍ତାର...

ଯନ୍ତ୍ରଣାରୁ ମୁକ୍ତିଦେବ କୁଇକ୍‌

ଭୁବନେଶ୍ୱର,୨୫ା୨: ଦେଶର ସର୍ବପୁରାତନ ଆୟୁର୍ବେଦ କମ୍ପାନୀ ଓଜୋନ୍‌ ଫାର୍ମାସ୍ୟୁଟିକାଲର ପ୍ରମୁଖ ବ୍ରାଣ୍ଡ୍‌ କୁଇକ୍‌ର ନୂତନ ଉତ୍ପାଦର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ...

ମୋଦିଙ୍କୁ ନୋବେଲ ବିଜେତାଙ୍କ ସମାଲୋଚନା

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୋବେଲ ବିଜେତା ଅର୍ଥନୀତିଜ୍ଞ ଜୋସେଫ୍‌ ଷ୍ଟିଗ୍‌ଲିଜ ସମାଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଭାରତର ଲଢ଼େଇ ଅତି ନିକୃଷ୍ଟ ଧରଣର...

ସୀତାରାମନ୍‌ଙ୍କ ଯୁକ୍ତି ସହ ଏକମତ ନୁହେଁ ମାରୁତି

ନୂଆଦିଲ୍ଲୀ,୧୩-୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଓଲା ଓ ଉବର ଭଳି ଟ୍ୟାକ୍ସି ଏଗ୍ରିଗେଟର୍ସକୁ ଦାୟୀ କରିଛନ୍ତି। କିନ୍ତୁ...

ଆଲିବାବା ପ୍ରତିଷ୍ଠାତାଙ୍କୁ ସମନ

ନୂଆଦିଲ୍ଲୀ,୨୬।୭: ଆଲିବାବା ପ୍ରତିଷ୍ଠାତା ଜ୍ୟାକ୍‌ ମାଙ୍କୁ ଗୁରୁଗ୍ରାମର ନ୍ୟାୟାଳୟ ସମନ ଜାରି କରିଛନ୍ତି। ଭାରତରେ କମ୍ପାନୀର ସହାୟକ ସଂସ୍ଥା ୟୁସି ନ୍ୟୁଜର ଜଣେ କର୍ମଚାରୀଙ୍କ ଅଭିଯୋଗ...

Advertisement
Archives

Model This Week