ବିନା ସ୍କାନରେ ହେବ ୟୁପିଆଇ ପେମେଣ୍ଟ, ଜାଣନ୍ତୁ କେଉଁମାନେ ପାଇବେ ଏହାର ସୁବିଧା

ନୂଆଦିଲ୍ଲୀ,୨୮।୧୨: ୟୁପିଆଇ ଲୋକଙ୍କ ଦୈନନ୍ଦିନ ଜୀବନର ଏକ ଅଂଶ ହୋଇପାରିଛି । ଛୋଟ କ୍ରୟ ଠାରୁ ବଡ ଦେୟ ପର୍ଯ୍ୟନ୍ତ, ଲୋକମାନେ ୟୁପିଆଇ ବ୍ୟବହାର କରିବା ଆରମ୍ଭ କରିଛନ୍ତି। ଏହା କେବଳ ନଗଦ ଉପରେ ଲୋକଙ୍କ ନିର୍ଭରଶୀଳତାକୁ ହ୍ରାସ କରିନାହିଁ ବରଂ ଦେୟ ପ୍ରକ୍ରିୟାକୁ ମଧ୍ୟ ସରଳ କରିଦେଇଛି । ବର୍ତ୍ତମାନ ୟୁପିଆଇରେ ଏକ ନୂଆ ଫିଚର ଶୀଘ୍ର ଆସିବାକୁ ଯାଉଛି, ଯାହା ପେମେଣ୍ଟ କରିବା ପାଇଁ ସ୍କାନ କିମ୍ବା ନମ୍ବର ଦେବାକୁ ପଡିବ ନାହିଁ।

ବିଜନେସ ଷ୍ଟାଣ୍ଡାର୍ଡର ଏକ ରିପୋର୍ଟ ଅନୁଯାୟୀ, ୟୁପିଆଇ ବ୍ୟବହାରକାରୀମାନେ ଶୀଘ୍ର ଟ୍ୟାପ ଏଣ୍ଡ ପେ ଫିଚର ଲାଭ ପାଇପାରିବେ। ଏଥିରେ ପେମେଣ୍ଟ କରିବାକୁ ଉପଭୋକ୍ତାଙ୍କୁ ୟୁପିଆଇ କ୍ୟୁଆର କୋଡ ସ୍କାନ, ମୋବାଇଲ ନମ୍ବର, ବ୍ୟାଙ୍କ ଆକାଉଣ୍ଟ ନମ୍ବର କିମ୍ବା ୟୁପିଆଇ ଆଇଡି ଆବଶ୍ୟକ ହେବ ନାହିଁ। ଯେଉଁମାନେ ବର୍ତ୍ତମାନ ଭିମ୍‌, ଜିପେ, ପେଟିଏମ୍‌, ଫୋନ ପେ କିମ୍ବା ଅନ୍ୟ କୌଣସି ୟୁପିଆଇ ଆପ ବ୍ୟବହାର କରୁଛନ୍ତି ସେମାନେ ଏହାର ଲାଭ ପାଇପାରିବେ।

ରିପୋର୍ଟ ଅନୁଯାୟୀ, ଏହି ଫିଚର ଆସନ୍ତା ବର୍ଷ ଜାନୁୟାରୀ ୩୧ ରୁ ଆରମ୍ଭ ହୋଇପାରେ। ସେପ୍ଟେମ୍ବର ୨୦୨୩ରେ ୟୁପିଆଇ ଟ୍ୟାପ ଏଣ୍ଡ ପେ ଲଞ୍ଚ କରାଯାଇଥିଲା, କିନ୍ତୁ ଏହା ଏ ପର୍ଯ୍ୟନ୍ତ ସମସ୍ତ ବ୍ୟବହାରକାରୀଙ୍କ ପାଇଁ ଲାଇଭ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri