ଜିପିଟିଇଏ, ଜିଆରଏସ୍‌ଙ୍କୁ ତାଲା ପକାଇଲେ ଜିଲାପରିଷଦ ସଦସ୍ୟା

ପାଟଣା,୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ କାର୍ଯ୍ୟାଳୟ ଗୃହରେ ଗୁରୁବାର ପୂର୍ବାହ୍ନରେ ବ୍ଲକର ପଞ୍ଚାୟତ ବୈଷୟିକ ସହାୟିକା ମୋନାଲିସା ଚକ୍ର ଓ ଜିଆରଏସ ନିର୍ମଳ ମହାନ୍ତଙ୍କୁ ଅଫିସ କାର୍ଯ୍ୟାଳୟରେ ୨୨ ନମ୍ବର ଜିଲାପରିଷଦ ସଦସ୍ୟା ଡଲି ପାତ୍ର ତାଲା ପକାଇବା ସହ ମୁଖ୍ୟ ଫାଟକରେ ମଧ୍ୟ ତାଲା ପକାଇ ବନ୍ଦ କରି ଦେଇଥିଲେ। ପୂର୍ବାହ୍ନ ୧୧.୩୦ରୁ ୧୨ଟା ୩୦ ପର୍ଯ୍ୟନ୍ତ ଦେଢ଼ ଘଣ୍ଟା ଧରି ବନ୍ଦ କରି ରଖିଥିଲେ। ସ୍ଥାନୀୟ ଅଞ୍ଚଳରେ ଏନେଇ ଉତ୍ତେଜନା ଲାଗିରହିଛି।

ସୂଚନା ଅନୁଯାୟୀ, ଜିଲାପରିଷଦ ପାଣ୍ଠିର ୨ ଲକ୍ଷ ୬୦ ହଜାର ଟଙ୍କା ବ୍ୟୟରେ ଉକ୍ତ ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମରେ ନିର୍ମିତ ଠାକୁରାଣୀ ଶାଳ ପାଚେରିର ଫାଇନାଲ ବିଲ୍‌ କରିବାରେ ବିଳମ୍ବ କରିବାରୁ ଜିଲାପରିଷଦ ସଦସ୍ୟା ଡଲି ପାତ୍ର ଦୁହିଁଙ୍କୁ ତାଲା ପକାଇଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ଥାନାଧିକାରୀ ସୁଶାନ୍ତ ମଣି ମହାନ୍ତି ଓ ପାଟଣା ବ୍ଲକର ସହକାରୀ ଯନ୍ତ୍ରୀ ପୁରୁଷୋତ୍ତମ ସାହୁ ପହଞ୍ଚି ମୁଖ୍ୟ ଫାଟକର ତାଲା ଭାଙ୍ଗିବା ସହ ବନ୍ଦ କାର୍ଯ୍ୟାଳୟରୁ ଦୁହିଁଙ୍କୁ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନ ସମୟରେ ଯୁବତୀଙ୍କ ଫଟୋ ଉଠାଇ ନିର୍ଧୁମ ଛେଚା ଖାଇଲେ ଯୁବକ

ବସ୍ତା,୨୯।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜନୈକ ଯୁବତୀ ସୋମବାର ସ୍ନାନ କରୁଥିବାବେଳେ ଜଣେ ଯୁବକ ଗୋପନରେ ତାଙ୍କ ଭିଡିଓ ଓ ଫଟୋ ଉଠାଉଥିବା...

ମଣ୍ଡିକୁ ଅପେକ୍ଷା

ଚଳିତ ଖରିଫ ଋତୁରେ କଳାହାଣ୍ଡି ଜିଲାରେ ଭଲ ଫସଲ ହୋଇଛି। କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତ ଖରିଫ ଋତୁରେ କଳାହାଣ୍ଡିରେ...

ତ୍ରୁଟିପୂର୍ଣ୍ଣ ନିର୍ମାଣ ସାଜିଛି ଦୁର୍ଘଟଣା କାରଣ

ରସୁଲପୁର,୧୧।୮(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଦେଇ ଅତିକ୍ରମ କରିଥିବା ୧୬ ନଂ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଦିନକୁ ଦିନ...

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର

ସମ୍ବଲପୁର ଅଫିସ,୧୧।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଟାଟା ପାୱାରର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦରଜି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ବୁର୍ଲା...

ମଣ୍ଡି ନେଉନି ଧାନ, ବ୍ଲକ ଅଫିସ ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୫।୨(ଡି.ଏନ.ଏ): ଗଞ୍ଜାମ ବ୍ଲକ ଅଞ୍ଚଳ ଚାଷୀଙ୍କର ଧାନ ମଣ୍ଡି ନେଉନି l ଗୁରୁବାର ଏହି ବ୍ଲକ କାଇଁଚପୁର ପଞ୍ଚାୟତ ଝାଡୁକୁଦା ଗ୍ରାମର ଶତାଧିକ ମହିଳା ଓ...

ମୁଣ୍ଡ ଉପରେ ଝୁଲୁଛି ବିପଦ

ବନ୍ତ, ୧୯।୧୦ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ପୋଡ଼ାପାଟଣା ଗ୍ରାମ ଯେନାସାହି ନିକଟରେ ଦୀର୍ଘଦିନ ଧରି ବିଦ୍ୟୁତ୍‌ ତାର କମ୍‌ ଉଚ୍ଚରେ ଝୁଲି ରହିଛି।...

ବିନା ଅନୁମତିରେ ବିଦ୍ୟୁତ୍‌ ସଂଯୋଗକୁ ବିରୋଧ: ଏନଜେନ ଜେଇ, ଲାଇନ ମ୍ୟାନ ଅଟକ

ବନ୍ତଳା, ୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ବଡକେରା ବିଦ୍ୟୁତ୍‌ ସବଷ୍ଟେଶନ ଅଧୀନରେ ଥିବା ତୁମୁଣି ଭାଲିଆ ପାଳ ଗ୍ରାମରେ ଗ୍ରାମବାସୀଙ୍କ ଅଗୋଚରରେ ଏକ ଫେବ୍ରିକେଶନ ଦୋକାନକୁ ବିଦ୍ୟୁତ୍‌ ସଂଯୋଗ...

ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ...

Advertisement
Archives

Model This Week