Posted inଖେଳ

ଭାରତରେ ଚମକିବେ ଇଂଲଣ୍ଡର ଏହି ସ୍ପିନର, ବଲ୍‌କୁ ଖେଳି ପାରିବେନି ଭାରତୀୟ ଖେଳାଳି :ସ୍ବାନ୍‌

ଲଣ୍ଡନ,୨୪।୧: ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌। ଏହାପୂର୍ବରୁ ଇଂଲଣ୍ଡର ପୂର୍ବ ଅଫ୍‌ ସ୍ପିନର ଗ୍ରିମ୍‌ ସ୍ବାନ ଦଳର ଜ୍ୟାକ୍‌ ଲିଚ୍‌ ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି। ସ୍ପିନରମାନଙ୍କୁ ପ୍ରସ୍ତୁତ ରହିବାକୁ ହେବ। ତେବେ ଜ୍ୟାକ୍‌ ଏହି ଗସ୍ତରେ ମହତ୍ୱପୂର୍ଣ୍ଣ ଭୂମିକା ତୁଲାଇବେ ବୋଲି ସେ ଭାବୁଥିବା କହିଛନ୍ତି।

ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ ବିଜୟରେ ଲିଚ୍‌ ଏବଂ ଡୋମ୍‌ଙ୍କ ଯୋଡି ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା। ହେଲେ ଦ୍ୱିତୀୟ ଟେଷ୍ଟର ପ୍ରଥମ ପାଳିରେ ତାଙ୍କୁ ଗୋଟିଏ ବି ଉଇକେଟ ମିଳି ନ ଥିଲା। ସ୍ବାନ୍‌ ୨୫୫ ଟେଷ୍ଟ ଉଇକେଟ ନେଇଥିବା ବେଳେ ୬୦ ଉଇକେଟ ଭାରତ, ଶ୍ରୀଲଙ୍କା ଏବଂ ବାଂଲାଦେଶରେ ନେଇଛନ୍ତି। ଉପମହାଦ୍ୱିପରେ ସଫଳ ହେବାକୁ ହେଲେ କ’ଣ କରିବାକୁ ହେବ ଲିଚ୍‌ ଜାଣିଥିବା ସ୍ବାନ୍‌ କହିଛନ୍ତି।

ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବହୁତ ଧୌର୍ଯ୍ୟର ସହ ଖେଳନ୍ତି। ଏଣୁ ସଂଯମତାର ସହ ବୋଲିଂ କଲେ ଉଇକେଟ ନିଶ୍ଚିତ ମିଳିବ। ହେଲେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ହେବ। ଏଣୁ ଲୟ ବିଗିଡ଼ିଯାଇପାରେ। ଜ୍ୟାକ୍‌ଙ୍କୁ ସିଧା ବଲ୍‌ ପକାଇବାକୁ ହେବ। ସେ ଏଭଳି କରିପାରିଲେ ସଫଳ ହେବେ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri